ଡ୍ରମ ଭିତରେ ରଖାଯାଇ ଜଙ୍ଗଲରେ ପୋତାଯାଇଥିଲା ଲ୍ୟାଣ୍ଡମାଇନ୍‌

ଚିତ୍ରକୋଣ୍ଡା:୧୦।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଗୋରାସେତୁ ନିକଟରେ ଥିବା ହାଣ୍ଡିଖାଲ ଜଙ୍ଗଲରୁ ଶନିବାର ବିଏସ୍‌ଏଫ୍‌ ଯବାନମାନେ ୫ କିଲୋ ଅଫୁଟା ଲ୍ୟାଣ୍ଡମାଇନ ଜବତ କରିଛନ୍ତି। ଏହା ସହ ମାଓବାଦୀମାନେ ବ୍ୟବହାର କରୁଥିବା ପୋଷାକପତ୍ର, ପଲିଥିନ, ମଲ୍ଟିମିଟର୍‌, ମଧ୍ୟ ଯବାନଙ୍କ ହାତରେ ଲାଗିଛି।
ସୂଚନାଯୋଗ୍ୟ, କୌଣସି ସୂତ୍ରରୁ ଖବରପାଇ ସ୍ଥାନୀୟ ବିଏସଏଫ୍‌ ଯବାନମାନେ ଜଙ୍ଗଲରେ ଛାନ୍‌ଭିନ୍‌ ଆରମ୍ଭ କରିଥିଲେ। ପରେ ଜଙ୍ଗଲରେ ଡ୍ରମ ଭିତରେ ରଖି ପୋତାଯାଇଥିବା ୫ କିଲୋ ଓଜନର ଲ୍ୟାଣ୍ଡମାଇନ ଜବତ ହୋଇଥିଲା। ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚିବା ତାହାକୁ ନିଷ୍କ୍ରିୟ କରିଛନ୍ତି।
କିଛି ବଡ଼ ଧରଣର ଅଘଟଣ ଘଟାଇବାକୁ ମାଓବାଦୀମାନେ ଯୋଜନା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୨ା୭: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନ୍‌ରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ...

ବନ୍ଦ କଠୋରିରେ ୮ଦିନ

ଜୟପୁର, ୨୯ା୧୦ (ନି.ପ୍ର.): ଜୟପୁର ଢେପଗୁଡାସ୍ଥିତ ଏକ ପରିବାରର ଲୋକେ ଜଣେ ୮୦ ବର୍ଷର ବୃଦ୍ଧାଙ୍କୁ ୮ଦିନ ଧରି ଏକ କଠୋରିରେ ବନ୍ଦ କରି ରଖିଥିଲେ।...

ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୪ା୮(ଡି.ଏନ୍‌.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ...

ମିଳୁନି ଟୋକନ

ପଞ୍ଜୀକୃତ ଚାଷୀଙ୍କୁ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଅନୁଗୋଳ ଜିଲାରେ ଧିମେଇଛି ଧାନକିଣା। ମଣ୍ଡି ଖୋଲିବାର ଦେଢ଼ମାସ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଧାର୍ଯ୍ୟଲକ୍ଷ୍ୟର...

ଛାତ୍ରୀ ଅପହରଣ, ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୦ା୨: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ...

୪୦ ଲିଟର ମଦ ଜବତ, ୨ ମହିଳା ଗିରଫ

ପାଟଣା,୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଅବକାରୀ ଅଧିକ୍ଷକ ନାରାୟଣ ମେହେରଙ୍କ ନିର୍ଦ୍ଦେଶ କ୍ରମେ ପାଟଣା ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ୪୦...

 ମହାଶିବରାତ୍ରି ଅବସରରେ ଶ୍ରୀଲୋକନାଥଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୨୧।୨: ମହାଶିବରାତ୍ରି ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରର ବିଭିନ୍ନ ଶୈବ ପୀଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜରିତ ହେଉଛି...

ପାନୀୟଜଳ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧ା୩: ଏବେଠାରୁ ତାପମାତ୍ରା ବଢ଼ିଲାଣି। ଗ୍ରୀଷ୍ମଜନିତ ଅଂଶୁଘାତ ଓ ଜଳକଷ୍ଟ ନିରାକରଣ ଲାଗି ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସମ୍ମିଳନୀ...

Advertisement
Archives

Model This Week