Posted inଫୁରସତ

ଦୁନିଆର ସବୁଠୁ ବଡ଼ ହୋଟେଲ, ଏହା ଉପରେ ରହିଛି ୪ ହେଲିପ୍ୟାଡ୍‌

ସମଗ୍ର ବିଶ୍ୱରେ ଏକାଧିକ ହୋଟେଲ ଅଛି। କେତେକ ବହୁତ ବଡ଼ ଏବଂ ଆଉ କେତେକ ବିଳାସପୂର୍ଣ୍ଣ। ପ୍ରତ୍ୟେକ ହୋଟେଲର ନିଜସ୍ବ ବିଶେଷତା ବି ରହିଛି। ଆପଣଙ୍କ ସମ୍ବଳ ଦେଖି ଏପରି ବିଳାସପୂର୍ଣ୍ଣ ହୋଟେଲରେ ରହି ମଜା ନେଇପାରିବେ। ଏହି ହୋଟେଲରେ ବହୁ ସଂଖ୍ୟକ କୋଠରି ଏବଂ ରେଷ୍ଟୁରାଣ୍ଟ ଅଛି।

ସାଉଦି ଆରବର ମକ୍କା ସହରରେ ବିଶ୍ୱର ସର୍ବବୃହତ ହୋଟେଲ ‘ଅବରାଜ କୁଦାଇ’ ରହିଛି। ଏଥିରେ ୧୦ ହଜାରରୁ ଅଧିକ କୋଠରି ରହିଛି। ଏହା ସହିତ ଏହି ହୋଟେଲରେ ୭୦ଟି ରେଷ୍ଟୁରାଣ୍ଟ ମଧ୍ୟ ରହିଛି। ଏହା ୩.୫ ବିଲିୟନ ଡଲାରର ପ୍ରକଳ୍ପ। ଏହି ହୋଟେଲ ଉପରେ ୪ଟି ହେଲିପ୍ୟାଡ୍‌ ବି ରହିଛି। ଏହା ଦିନରାତି ଖୋଲା। ଅତିଥିମାନେ ହେଲିକପ୍ଟରରେ ଆସି ହୋଟେଲ ଉପରେ ନିର୍ମିତ ହେଲପ୍ୟାଡ୍‌ରେ ଅବତରଣ କରିବେ। ୧୨ ଟାଓ୍ବାର ବିଶିଷ୍ଟ ଏହି ହୋଟେଲ ଦେଖିବାକୁ ବହୁତ ସୁନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri