ପିଓର ଇଭିର ଅଲ୍‌-ନ୍ୟୁ ଇକୋଡ୍ରାଫ୍ଟି

ନୂଆଦିଲ୍ଲୀ,୧।୧: ଦେଶର ପ୍ରମୁଖ ଦୁଇଚକିଆ ଇଲେକ୍ଟ୍ରି ଭେହିକିଲ୍‌(ଇଭି) ଷ୍ଟାର୍ଟଅପ୍‌ କମ୍ପାନୀ ‘ପିଓର ଇଭି’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌-ନ୍ୟୁ କମ୍ୟୁଟ୍‌ ଇଲେକ୍‌ଟ୍ରିକ୍‌ ମୋଟରସାଇକେଲ ‘ଇକୋଡ୍ରାଫି୍ଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହାର ସର୍ବଭାରତୀୟ ଉନ୍ମୋଚନ ମଧ୍ୟ ନିକଟ ଅତୀତରେ କରାଯିବ ବୋଲି ସୂଚନା ମିଳିଛି। ଏହି ନୂତନ ଇଭି ଯାନ ‘ଇକୋଡ୍ରାଫ୍ଟି’କୁ ହାଇଦ୍ରାବାଦସ୍ଥିତ ପିଓର ଇଭିର ଟେକ୍ନିକାଲ ଓ ମାନୁଫ୍ୟାକ୍ଚରିଂ ସେଣ୍ଟର ଠାରେ ଡିଜାଇନ୍‌ ଓ ନିର୍ମାଣ କରାଯାଇଛି। ଏହା ଭାରତୀୟ ଇଭି ଯାନ କ୍ଷେତ୍ରରେ ଏକ ବଡ଼ ସଫଳତା ବୋଲି କୁହାଯାଉଛି। ଏ ସମ୍ପର୍କରେ ପିଓର ଇଭିର ପ୍ରତିଷ୍ଠାତା ଡ. ନିଶାନ୍ତ ଡୋଙ୍ଗରି କହିଛନ୍ତି, ଏହି କମ୍ୟୁଟ୍‌ ମୋଟରସାଇକେଲର ଉନ୍ମୋଚନ ହେଉଛି ଏକ ଗେମ୍‌ ଚେଞ୍ଜର ଏବଂ ଆମର ଆର୍‌ ଆଣ୍ଡ୍‌ ଡି ସେଣ୍ଟରରେ ପାୱାର ଟ୍ରେନ୍‌ ଡିଜାଇନ୍‌ ଓ ଡେଭ୍‌ଲପମେଣ୍ଟ କ୍ଷେତ୍ରରେ ପିଓର ଇଭିର ଗୁରୁତ୍ୱପୂର୍ଣ୍ଣ ଶିକ୍ଷାର ଏକ ପ୍ରଦର୍ଶନ ହେବ। ସେହିଭଳି ପିଓର ଇଭି ଷ୍ଟାର୍ଟଅପ୍‌ର ସହ ପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରୋହିତ ଭଦେରା କହିଛନ୍ତି, ଆମର ପୂର୍ବ ପରଫର୍ମାନ୍ସ ମୋଟରସାଇକେଲ-ଇଟ୍ରିଷ୍ଟ ୩୫୦ର ଶୁଭାରମ୍ଭ ପାଇଁ ଆମେ ଅତୁଳନୀୟ ପ୍ରତିକ୍ରିୟା ହାସଲ କରିଛୁ ଏବଂ ଅଲ୍‌-ନ୍ୟୁ ଇକୋଡ୍ରାଫି୍ଟର ଶୁଭାରମ୍ଭ କମ୍ପାନୀର ଅଭିବୃଦ୍ଧି କାହାଣୀର ଏକ ପ୍ରମୁଖ ସଫଳତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?