ମାଲବାର ପକ୍ଷରୁ ଚେନ ଆଣ୍ଡ୍‌ ବେଙ୍ଗଲ ଫେଷ୍ଟିଭାଲର ଶୁଭାରମ୍ଭ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦେଶର ପ୍ରମୁଖ ସୁନା ଏବଂ ହୀରା ଅଳଙ୍କାର ନିର୍ମାତା ମାଲବାର ଗୋଲ୍ଡ ଏଣ୍ଡ ଡାଏମଣ୍ଡସ୍‌ ପକ୍ଷରୁ ଚଳିତ ପାର୍ବଣ ଉପଲକ୍ଷେ ଚେନ ଏବଂ ବାଙ୍ଗେଲ ଫେଷ୍ଟିଭାଲର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ସହିଦ ନଗର ସ୍ଥିତ ମାଲାବାର ଷ୍ଟୋର ପରିସରରେ ଏହି ଫେଷ୍ଟିଭାଲ ଚଳିତ ମାସ ୧୩ ରୁ ୨୪ ଅକ୍ଟୋବର ପର୍ଯ୍ୟନ୍ତ ଜାରିରହିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଗ୍ରାହକମାନେ ସେମାନଙ୍କର ମନପସନ୍ଦର ଅଳଙ୍କାର କ୍ରୟ ଉପରେ ରିହାତି ଆକାରରେ ଗଢା ମୂଲ୍ୟ ଦେୟ ୪.୯ %ରୁ ଆରମ୍ଭ ହେଉଥିବା ଜଣାପଡୁଛି। ପବିତ୍ର ଧନତେରସ୍‌ ଓ ଦିପାବଳୀ ସେଲ ଅବସରରେ ପ୍ରତି ୫୦ ହଜାର ଟଙ୍କା କିମ୍ବା ତା’ଠାରୁ ଊର୍ଦ୍ଧ୍ୱ ରତ୍ନପଥର କିମ୍ବା ହୀରା ଅଳଙ୍କାର କ୍ରୟ ସହିତ ଏକ ନିଶ୍ଚିତ ସୁନା ମୁଦ୍ରା ଗ୍ରାହାକମାନେ ପାଇପାରିବେ। ସେହିଭଳି ଧନତେରସ୍‌ ପାଇଁ ଅଗ୍ରୀମ ସୁନା ଅଳଙ୍କାର ବୁକିଂ ଉପରେ ମାଗଣା ରୂପା ମୁଦ୍ରା ପାଇପାରିବେ ବେଲି ମାଲାବାର ପକ୍ଷରୁ କୁହାଯାଇଛି। ସେହିପରି ବାହାଘର ପାଇଁ ଆଗୁଆ ଅଳଙ୍କାର ବୁକିଂ ବାବଦକୁ ଅତି କମରେ ୫% ଅଗ୍ରୀମ ଅର୍ଥ ପୈଠ କରି ବର୍ତ୍ତମାନ ଦରରେ କିମ୍ବା କ୍ରୟ ସମୟର ଦର ଯେଉଁଟି କମ ରହିଥିବ ସେହି ଦରରେ ଅଳଙ୍କାର ନେଇପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri