ମାଲବାର ପକ୍ଷରୁ ଚେନ ଆଣ୍ଡ୍‌ ବେଙ୍ଗଲ ଫେଷ୍ଟିଭାଲର ଶୁଭାରମ୍ଭ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦେଶର ପ୍ରମୁଖ ସୁନା ଏବଂ ହୀରା ଅଳଙ୍କାର ନିର୍ମାତା ମାଲବାର ଗୋଲ୍ଡ ଏଣ୍ଡ ଡାଏମଣ୍ଡସ୍‌ ପକ୍ଷରୁ ଚଳିତ ପାର୍ବଣ ଉପଲକ୍ଷେ ଚେନ ଏବଂ ବାଙ୍ଗେଲ ଫେଷ୍ଟିଭାଲର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ସହିଦ ନଗର ସ୍ଥିତ ମାଲାବାର ଷ୍ଟୋର ପରିସରରେ ଏହି ଫେଷ୍ଟିଭାଲ ଚଳିତ ମାସ ୧୩ ରୁ ୨୪ ଅକ୍ଟୋବର ପର୍ଯ୍ୟନ୍ତ ଜାରିରହିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଗ୍ରାହକମାନେ ସେମାନଙ୍କର ମନପସନ୍ଦର ଅଳଙ୍କାର କ୍ରୟ ଉପରେ ରିହାତି ଆକାରରେ ଗଢା ମୂଲ୍ୟ ଦେୟ ୪.୯ %ରୁ ଆରମ୍ଭ ହେଉଥିବା ଜଣାପଡୁଛି। ପବିତ୍ର ଧନତେରସ୍‌ ଓ ଦିପାବଳୀ ସେଲ ଅବସରରେ ପ୍ରତି ୫୦ ହଜାର ଟଙ୍କା କିମ୍ବା ତା’ଠାରୁ ଊର୍ଦ୍ଧ୍ୱ ରତ୍ନପଥର କିମ୍ବା ହୀରା ଅଳଙ୍କାର କ୍ରୟ ସହିତ ଏକ ନିଶ୍ଚିତ ସୁନା ମୁଦ୍ରା ଗ୍ରାହାକମାନେ ପାଇପାରିବେ। ସେହିଭଳି ଧନତେରସ୍‌ ପାଇଁ ଅଗ୍ରୀମ ସୁନା ଅଳଙ୍କାର ବୁକିଂ ଉପରେ ମାଗଣା ରୂପା ମୁଦ୍ରା ପାଇପାରିବେ ବେଲି ମାଲାବାର ପକ୍ଷରୁ କୁହାଯାଇଛି। ସେହିପରି ବାହାଘର ପାଇଁ ଆଗୁଆ ଅଳଙ୍କାର ବୁକିଂ ବାବଦକୁ ଅତି କମରେ ୫% ଅଗ୍ରୀମ ଅର୍ଥ ପୈଠ କରି ବର୍ତ୍ତମାନ ଦରରେ କିମ୍ବା କ୍ରୟ ସମୟର ଦର ଯେଉଁଟି କମ ରହିଥିବ ସେହି ଦରରେ ଅଳଙ୍କାର ନେଇପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି।

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା,...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri