ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି। ଯୋଜନାକୁ ନେଇ ଚର୍ଚ୍ଚା ଆଲୋଚନା ସହ ବ୍ଲୁପ୍ରିଣ୍ଟ କରାଯାଉଥିବା ମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ପୂର୍ବ ସରକାରରେ ଅବଢ଼ା ଯୋଜନା ନାଁରେ କେବଳ ମରାମତି କଥା ଥିଲା। ମରାମତି, ରକ୍ଷଣାବେକ୍ଷଣ, ପରିଚାଳନା ସମସ୍ୟା ସମାଧାନ ଏହି ଯୋଜନାରେ ସବୁ ରହିଛି। ବିଶେଷକରି ‘ଓଡ଼ିଶାର ସଂସ୍କୃତି ଯେଉଁ ମଠ ମନ୍ଦିର ସହ ଜଡ଼ିତ, ତା’ର ସୁରକ୍ଷା ଆମର ପ୍ରାଥମିକତା ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri