ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ବଡ଼ ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୩।୭: ରତ୍ନଭଣ୍ଡାର ଖୋଲିବା ନିଶ୍ଚିତ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ବୁଧବାର ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ନିଷ୍ପତ୍ତି ସରିଛି। ଖୁବଶୀଘ୍ର ଏନେଇ ମୋଡାଲିଟି ପ୍ରସ୍ତୁତ ହେବ। ବୈଠକ ପରେ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ। ସରକାର ତାରିଖ ସହ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିବେ। ଗଣମାଧ୍ୟମରେ ତାରିଖ ଘୋଷଣା ନେଇ ଗୁଜବ ହେଉଛି।

ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ୭ତାରିଖରେ ଅନୁଷ୍ଠିତ ହେବ। ରଥଯାତ୍ରା ପରଦିନ ଅର୍ଥାତ ୮ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ ବୋଲି ଶୁଣିବାକୁ ମିଳୁଛି। ସୂଚନା ଅନୁଯାୟୀ, ଚଳିତ ମାସ ୮ ତାରିଖଠାରୁ ୨୭ତାରିଖ ପର୍ଯ୍ୟନ୍ତ ଅର୍ଥାତ ୨୦ ଦିନ ଧରି ରତ୍ନଭଣ୍ଡାର ଖୋଲାଯାଇ ରତ୍ନ ଅଳଙ୍କାରଗୁଡ଼ିକୁ ଗଣତିମଣତି କରାଯାଇପାରେ। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଚଳିତ ମାସ ୫ତାରିଖରେ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇପାରେ। ତେଣୁ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ୪ ତାରିଖରେ ଓଡ଼ିଶା ଆସୁଥିବା ସୂଚନା ମିଳିବା ପରେ ୫ତାରିଖରେ ବୈଠକ ବସି ରତ୍ନଭଣ୍ଡାର ଖୋଲିବା ନେଇ ଆଲୋଚନା କରାଯିବା ସହ ଅଳଙ୍କାର ଗଣତିମଣତି ନେଇ ନିଷ୍ପତ୍ତି ହୋଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri