ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ କହିଲେ ପୂର୍ବରୁ ଡୁପ୍ଲିକେଟ୍‌ ଚାବି…

ପୁରୀ,୧୫ା୭: ପୁରୀ ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ଡୁପ୍ଲିକେଟ୍‌ ଚାବି ନେଇ ମିଛ କଥା କୁହାଯାଇଥିଲା, ତାହାର ନିଶ୍ଚିତ ତଦନ୍ତ ହେବ। ସେ ଚାବି କଥା କିଏ କାହିଁକି କହିଥିଲା ଏବଂ କିଏ କହିବା ପାଇଁ କହିଥିଲା ତାହାର ନିଶ୍ଚିତ ତଦନ୍ତ ହେବ।
ଅନ୍ୟପକ୍ଷରେ ଆମର ପ୍ରାଥମିକତା ଥିଲା ରତ୍ନଭଣ୍ଡାର ଖୋଲିବା। ରତ୍ନଭଣ୍ଡାର ଖୋଲିବା ପରେ ଖାଲି ଓଡ଼ିଶା ନୁହେଁ, ସମଗ୍ର ବିଶ୍ୱର ଜଗନ୍ନାଥପ୍ରେମୀ ସନ୍ତୋଷବ୍ୟକ୍ତ କରିଛନ୍ତି।ଆମେ ନିଷ୍ପତ୍ତି ନେଇଥିଲୁ, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବ। ତେଣୁ ଖୋଲାଗଲା। ଅଳଙ୍କାର ଗଣତି ମଣତି ସହ ଡାଟାବେସ କରାଯିବ, ସ୍ଥାୟୀ କାଟାଲଗ୍‌ ହେବ। ଆଗାମୀ ଦିନରେ ଏସ୍‌ଓପି ଆଧାରରେ ଶୃଙ୍ଖଳାର ସହ ସବୁ କିଛି ହେବ’। ଚାବି କ’ଣ ଥିଲା, କ’ଣ ନ ଥିଲା, ସେ ବାବଦରେ ନିଶ୍ଚିତ ତଦନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri