Posted inଜାତୀୟ

ଆଇନକୁ ଜବରଦସ୍ତ ଗୃହୀତ କରାଯାଇଥିଲା: ଖାର୍ଗେ

ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଥିବାରୁ ଦଣ୍ଡ ସ୍ଥାନରେ ନ୍ୟାୟ ମିଳିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ସ୍ବାଧୀନତାର ୭୭ ବର୍ଷ ପରେ ଭାରତକୁ ସମ୍ପୂର୍ଣ୍ଣ ସ୍ବଦେଶୀ ନ୍ୟାୟିକ ବ୍ୟବସ୍ଥା ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି, ଗତ ଲୋକ ସଭାରେ ୧୪୬ ଜଣ ଏମ୍‌ପିଙ୍କୁ ନିଲମ୍ବନ କରାଯାଇ ଉକ୍ତ ଆଇନକୁ ଜବରଦସ୍ତ ଗୃହୀତ କରାଯାଇଥିଲା। ଦେଶର ସଂସଦୀୟ ବ୍ୟବସ୍ଥାରେ ଏଭଳି ବୁଲ୍‌ଡୋଜର ନ୍ୟାୟକୁ ପ୍ରଚଳିତ ହେବାକୁ ଇଣ୍ଡିଆ ବ୍ଲକ୍‌ ଦେବ ନାହିଁ। ତେବେ ନୂତନ ଆଇନକୁ ରାଜନୈତିକ ରଙ୍ଗ ଦେବାରୁ ଦୂରେଇ ରହିବା ସହ ପ୍ରଥମେ ଏହା ଉପରେ ଆଲୋଚନା କରିବା ପାଇଁ ଶାହା ବିରୋଧୀ ଦଳଗୁଡ଼ିକୁ ଆହ୍ବାନ ଦେଇଛନ୍ତି। ଆଲୋଚନା ଜରିଆରେ ସରକାର ବିରୋଧୀ ନେତାମାନଙ୍କ ଚିନ୍ତା ଦୂର କରିବାକୁ ପ୍ରସ୍ତୁତ ଅଛନ୍ତି। ନ୍ୟାୟ ଏବଂ ନାଗରିକମାନଙ୍କ ମର୍ଯ୍ୟାଦା ପାଇଁ ଏହି ଆଇନ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଆପଣମାନଙ୍କ ସହଯୋଗ ଜରୁରୀ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ବିରୋଧୀ ଦଳଗୁଡ଼ିକୁ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri