Posted inଜାତୀୟ

ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ବିରୋଧୀଦଳ ନେତା ଟିକାନେବା ଉଚିତ

ନୂଆଦିଲ୍ଲୀ,୧।୩: କୋଭିଡ୍‌-୧୯କୁ ହରାଇବା ପାଇଁ ମାର୍ଚ୍ଚ ୧ତାରିଖରୁ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନ। ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିକା ନେଇଛନ୍ତି। ଟିକା ନିରାପଦ ବୋଲି ସେ ଦେଶବାସୀଙ୍କୁ ଉଦାହରଣ ଦେଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ କହିଛନ୍ତି। କୋଭାକ୍ସିନ ଟିକା ନେଇ ରହିଥିବା ଭୁଲ ଧାରଣା ଏବଂ ଆଶଙ୍କାକୁ ଦୁର କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ବିରୋଧୀଦଳର ନେତାମାନଙ୍କୁ ଟିକା ନେବାକୁ ଅନୁରୋଧ କରି ଦ୍ୱନ୍ଦ୍ୱ ଦୂର କରିବାରେ ସାହାଯ୍ୟ କରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଲା ପଢ଼ିବେନି ଗୁରୁତ୍ୱପୂର୍ଣ୍ଣ ପାଠ

ନୂଆଦିଲ୍ଲୀ,୯।୭(ପି.ଟି.): କେବଳ ପିଲାଙ୍କ ପାଠପଢ଼ା ନୁହେଁ, ରାଜନୀତିରେ ମଧ୍ୟ କୋଭିଡ୍‌ର ପ୍ରଭାବ ଅସମ୍ଭାଳ ହୋଇପଡ଼ିଛି। ଏହାର ଆଭାସ ମିଳିଛି କେନ୍ଦ୍ର ସରକାରଙ୍କ ଦ୍ୱାରା କେନ୍ଦ୍ରୀୟ ମାଧ୍ୟମିକ...

ବରଣମାଳା ପୂର୍ବରୁ ବରଙ୍କ ହାତରେ ହାତକଡ଼ି

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶର ଆଗ୍ରାରେ ଜଣେ ବରଙ୍କୁ ହଟହଟା ହେବାକୁ ପଡ଼ିଛି। ୧୬ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିବାକୁ ଆସିଥିବା ବରଙ୍କ ବେକରେ ବରଣମାଳା ପଡ଼ିବା...

କଂଗ୍ରେସର ପ୍ରଶ୍ନ: ଜେପିସି ତଦନ୍ତକୁ ଡର କାହିଁକି

ନୂଆଦିଲ୍ଲୀ,୧୫।୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀଗୁଡ଼ିକ ବିରୋଧରେ ଜାନୁୟାରୀ ୨୪ରେ ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ପକ୍ଷରୁ କରାଯାଇଥିତ୍ବା ପ୍ରଘଟକୁ ନେଇ ଜାତୀୟ ରାଜନୀତି...

ଦିଲ୍ଲୀ ବିଧାନସଭା ନିର୍ବାଚନରେ ଲଢିବ ନାହିଁ ଜେଜେପି

ଚଣ୍ଡିଗଡ଼,୨୧।୧: ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ତଥା ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲା କହିଛନ୍ତି ଚଳିତ ଦିଲ୍ଲୀ ବିଧାନସଭା ନିର୍ବାଚନରେ ତାଙ୍କ ଦଳ ଲଢିବ...

୨୦ ଟଙ୍କା ଚା’ ଉପରେ ସେବା କର ୫୦ ଟଙ୍କା, ଭାରତୀୟ ରେଲଓ୍ବେ ରସିଦ୍‌ ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ, ୧।୭ : ଭାରତୀୟ ରେଲଓ୍ବେର ଏକ ରସିଦ୍‌ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ରେଲଓ୍ବେ ଜଣେ ଯାତ୍ରୀଙ୍କଠାରୁ ଗୋଟିଏ କପ ଚା‘...

ୟୁକ୍ରେନ ସଙ୍କଟ: ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୩: ୟୁକ୍ରେନରେ ଫଶିଥିବା ଛାତ୍ରୀଛାତ୍ର ଓ ସାଧାରଣ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ଭାରତର ଉଦ୍ୟମ ଜାରି ରହିଛି। ଏହି ଅବସରରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ସକ୍ରିୟ ମାମଲା ଲକ୍ଷେ ୪୯ ହଜାର ପାର୍‌…

ନୂଆଦିଲ୍ଲୀ, ୨୨।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଗୌତମ ଘୋଷଙ୍କ ଘରୁ ଇଭିଏମ୍‌-ଭିଭିପାଟ୍‌ ଜବତ

କୋଲକାତା,୬।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଜାରି ରହିଛି ରାଜ୍ୟର ୩୧ ଜିଲାରେ ମତଦାନ କରାଯାଉଛି। ଉଲୁବେରିଆ ଅଞ୍ଚଳରେ ତୃଣମୂଳ କଂଗ୍ରେସ...

Advertisement
Archives

Model This Week