‘ପ୍ରଚଣ୍ଡ’ଙ୍କ ନେତୃତ୍ୱ ବାଲା ସରକାରଙ୍କୁ ଲାଗିଲା ବଡ ଝଟ୍‌କା

କାଠମାଣ୍ଡୁ,୧୩।୫: ନେପାଳର ଉପପ୍ରଧାନମନ୍ତ୍ରୀ ତଥା ଜନତା ସମାଜବାଦି ପାର୍ଟି-ନେପାଳ (ଜେଏସପି-ଏନ)ର ଅଧ୍ୟକ୍ଷ ଉପେନ୍ଦ୍ର ଯାଦବ ସୋମବାର ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଯାଦବଙ୍କ ଇସ୍ତଫା ସହିତ ତାଙ୍କ ଦଳ ସରକାରରୁ ବାହାରି ଯାଇଛି। ଗୋଟିଏ ପ୍ରକାରେ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ନେତୃତ୍ୱରେ ମିଳିତ ସରକାର ପାଇଁ ଏହା ଏକ ଝଟ୍‌କା।
ମଧେସି ନେତାଙ୍କ ନିକଟ ସୂତ୍ର ଅନୁଯାୟୀ ଉପେନ୍ଦ୍ର ଯାଦବ ସରକାରରେ ସ୍ବାସ୍ଥ୍ୟ ଏବଂ ଜନସଂଖ୍ୟା ମନ୍ତ୍ରୀ ମଧ୍ୟ ଥିଲେ। ସେ ସୋମବାର ସକାଳେ ପ୍ରଧାନମନ୍ତ୍ରୀ ‘ପ୍ରଚଣ୍ଡ’ଙ୍କ ନିକଟରେ ଇସ୍ତଫା ଦେଇଛନ୍ତି। ଯାଦବଙ୍କ ସହ ତାଙ୍କ ଦଳର ବନ ଓ ପରିବେଶ ମନ୍ତ୍ରୀ ଦୀପକ କାରକି ମଧ୍ୟ ଇସ୍ତଫା ଦେଇଛନ୍ତି।
ଜନ ସମାଜବାଦି ପାର୍ଟି-ନେପାଳ (ଜେଏସପି-ଏନ) ର ଅଧ୍ୟକ୍ଷ ଯାଦବଙ୍କ ଇସ୍ତଫା, ତାଙ୍କ ଦଳ ଦୁଇ ଦଳରେ ବିଭକ୍ତ ହେବାର ଏକ ସପ୍ତାହ ପରେ ବରିଷ୍ଠ ନେତା ଅଶୋକ ରାୟ ଜନତା ସମାଜ ପାର୍ଟି ନାମକ ଏକ ନୂତନ ଦଳ ଗଠନ କରିଥିଲେ। ଏହା ନିର୍ବାଚନ ଆୟୋଗ ଦ୍ୱାରା ନୂତନ ଦଳ ମାନ୍ୟତା ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri