‘ପ୍ରଚଣ୍ଡ’ଙ୍କ ନେତୃତ୍ୱ ବାଲା ସରକାରଙ୍କୁ ଲାଗିଲା ବଡ ଝଟ୍‌କା

କାଠମାଣ୍ଡୁ,୧୩।୫: ନେପାଳର ଉପପ୍ରଧାନମନ୍ତ୍ରୀ ତଥା ଜନତା ସମାଜବାଦି ପାର୍ଟି-ନେପାଳ (ଜେଏସପି-ଏନ)ର ଅଧ୍ୟକ୍ଷ ଉପେନ୍ଦ୍ର ଯାଦବ ସୋମବାର ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଯାଦବଙ୍କ ଇସ୍ତଫା ସହିତ ତାଙ୍କ ଦଳ ସରକାରରୁ ବାହାରି ଯାଇଛି। ଗୋଟିଏ ପ୍ରକାରେ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ନେତୃତ୍ୱରେ ମିଳିତ ସରକାର ପାଇଁ ଏହା ଏକ ଝଟ୍‌କା।
ମଧେସି ନେତାଙ୍କ ନିକଟ ସୂତ୍ର ଅନୁଯାୟୀ ଉପେନ୍ଦ୍ର ଯାଦବ ସରକାରରେ ସ୍ବାସ୍ଥ୍ୟ ଏବଂ ଜନସଂଖ୍ୟା ମନ୍ତ୍ରୀ ମଧ୍ୟ ଥିଲେ। ସେ ସୋମବାର ସକାଳେ ପ୍ରଧାନମନ୍ତ୍ରୀ ‘ପ୍ରଚଣ୍ଡ’ଙ୍କ ନିକଟରେ ଇସ୍ତଫା ଦେଇଛନ୍ତି। ଯାଦବଙ୍କ ସହ ତାଙ୍କ ଦଳର ବନ ଓ ପରିବେଶ ମନ୍ତ୍ରୀ ଦୀପକ କାରକି ମଧ୍ୟ ଇସ୍ତଫା ଦେଇଛନ୍ତି।
ଜନ ସମାଜବାଦି ପାର୍ଟି-ନେପାଳ (ଜେଏସପି-ଏନ) ର ଅଧ୍ୟକ୍ଷ ଯାଦବଙ୍କ ଇସ୍ତଫା, ତାଙ୍କ ଦଳ ଦୁଇ ଦଳରେ ବିଭକ୍ତ ହେବାର ଏକ ସପ୍ତାହ ପରେ ବରିଷ୍ଠ ନେତା ଅଶୋକ ରାୟ ଜନତା ସମାଜ ପାର୍ଟି ନାମକ ଏକ ନୂତନ ଦଳ ଗଠନ କରିଥିଲେ। ଏହା ନିର୍ବାଚନ ଆୟୋଗ ଦ୍ୱାରା ନୂତନ ଦଳ ମାନ୍ୟତା ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ ପୂର୍ବରୁ ଶରଣାର୍ଥୀଙ୍କୁ ବିଦାକଲା ଫ୍ରାନ୍ସ ପୋଲିସ

ପ୍ୟାରିସ୍‌,୨୭ା୭: ଅନେକ ହଜାର ଶରଣାର୍ଥୀ ନିଜ ଆସବାବପତ୍ର ଓ ପିଲାଙ୍କୁ ଧରି ପ୍ୟାରିସ୍‌ ରାସ୍ତାକଡ଼ରେ ଶୋଇଥିଲେ। ଅଲିମ୍ପିକ୍ସ ଗେମ୍ସର ଉଦ୍‌ଘାଟନୀ ସମାରୋହ ପୂର୍ବରୁ ଫ୍ରାନ୍ସ ପୋଲିସ...

ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ

ଓ୍ବାଶିଂଟନ,୨୭।୭: ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ସୋସିଆଲ ମିଡିଆରେ ଉପରାଷ୍ଟ୍ରପତି ହାରିସ ସୂଚନା ଦେଇ କହିଛନ୍ତି, ପ୍ରତି ଭୋଟ ଜିତିବା...

ଅବସର ବୟସ ବଢ଼ାଇବାକୁ ଚାଇନାର ଯୋଜନା

ବେଜିଂ,୨୭ା୭(ପି.ଟି.): ଚାଇନାରେ ବୟସ୍କଙ୍କ ସଂଖ୍ୟା ବଢ଼ୁଥିବାରୁ କର୍ମଚାରୀଙ୍କ ଅବସର ବୟସସୀମା ବଢ଼ାଇବାକୁ ଚାଇନିଜ୍‌ କମ୍ୟୁନିଷ୍ଟ ପାର୍ଟି ଯୋଜନା କରୁଥିବାରୁ ଏହାକୁ ନେଇ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଛି।...

ଅକ୍ସଫୋର୍ଡ ୟୁନିଭର୍ସିଟି ଚାନ୍ସେଲର ନିର୍ବାଚନ ଲଢ଼ିବେ ଇମ୍ରାନ୍‌

ଇସ୍‌ଲାମାବାଦ/ଲଣ୍ଡନ,୨୭ା୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଏକଦା ବ୍ରିଟେନ୍‌ର ଅକ୍ସଫୋର୍ଡ ୟୁନିଭର୍ସିଟିରେ ପାଠ ପଢ଼ୁତ୍ଥିଲେ। ଇମ୍ରାନ୍‌ ଏବେ ଏହି ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟର...

ଅଲିମ୍ପିକ୍ସ ପୂର୍ବରୁ ଶରଣାର୍ଥୀଙ୍କୁ ବିଦାକଲା ଫ୍ରାନ୍ସ ପୋଲିସ

ପ୍ୟାରିସ୍‌,୨୭ା୭: ଅନେକ ହଜାର ଶରଣାର୍ଥୀ ନିଜ ଆସବାବପତ୍ର ଓ ପିଲାଙ୍କୁ ଧରି ପ୍ୟାରିସ୍‌ ରାସ୍ତାକଡ଼ରେ ଶୋଇଥିଲେ। ଅଲିମ୍ପିକ୍ସ ଗେମ୍ସର ଉଦ୍‌ଘାଟନୀ ସମାରୋହ ପୂର୍ବରୁ ଫ୍ରାନ୍ସ ପୋଲିସ...

ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…

ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା...

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା...

ଭାରତ ଉପରେ ରାଗିଗଲା ଆମେରିକା: ପରେ ଭାରତ ଦେଲା କଡ଼ା ଜବାବ

ଓ୍ବାଶିଂଟନ,୨୬।୭: ନିକଟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମଧ୍ୟ ଭେଟିଥିଲେ। ତେବେ ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri