ଏହି ଗଛର ପତ୍ର ଧଳା କେଶକୁ କରେ କଳା

ବୟସ୍କ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଛୋଟ ପିଲାଙ୍କ ପର୍ଯ୍ୟନ୍ତ ସମସ୍ତେ କେଶ ସମସ୍ୟାକୁ ନେଇ ଚିନ୍ତିତ। କମ୍‌ ବୟସରେ କେଶ ଧଳା ହୋଇ ଝଡିବା ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ସହ କେମିକାଲରେ ନିର୍ମିତ ସାମ୍ପୁ, କଣ୍ଡିଶନର, ତେଲ ଆଦି ବ୍ୟବହାର ଏହାର ମୁଖ୍ୟ କାରଣ। ତେବେ ଆପଣ ଯଦି ଏହି ସମସ୍ୟା ଦେଇ ଗତି କରୁଛନ୍ତି ତେବେ ଚିନ୍ତା କରିବାର କୌଣସି କାରଣ ନାହିଁ। କାରଣ ପ୍ରାକୃତିକ ଉପାୟରେ ଏକ ପତ୍ରର ଗୁଣ୍ଡରେ ଏହି ସମସ୍ୟା ଦୂର ହୋଇପାରିବ।
ପିଜୁଳି ଗଛର ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଏହା କେଶ ଝଡିବା ତଥା କେଶ ପାଚିବା ଆଦି ସମସ୍ୟାରୁ ମୁକ୍ତି ଦେଇଥାଏ।
ବ୍ୟବହାର ବିଧି:
ପିଜୁଳି ପତ୍ରକୁ ଶୁଖାଇ ଗୁଣ୍ଡ କରି ଦିଅନ୍ତୁ। ଏବେ ସେଥିରେ ୨ କିମ୍ବା ତିନି ବୁନ୍ଦା ଲେମ୍ବୁ ରସ ମିଶାଇ ମୁଣ୍ଡରେ ଲଗାନ୍ତୁ। ଏହାର ୨୦ ମିନିଟ ପରେ କେଶକୁ ଥଣ୍ଡାପାଣିରେ ଧୋଇ ଦିଅନ୍ତୁ। ୩ ସପ୍ତାହ ଏପରି କରିବା ଦ୍ୱାରା କେଶ କଳା ହେବା ସହ ଧଳା ହୋଇଯାଇଥିବା କେଶ ମଧ୍ୟ କଳା ହୋଇଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri