ସ୍କୁଲ ଆସିଥିବା ଛାତ୍ରୀଛାତ୍ରଙ୍କୁ ସ୍ବାଗତ କଲେ ବିଧାୟକ, ବିଇଓ

ଛତ୍ରପୁର,୨୬।୭(ଡି.ଏନ୍‌.ଏ.): ସୋମବାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ନରେନ୍ଦ୍ରପୁର ହାଇସ୍କୁଲକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫୁଲ ଦେଇ ସ୍ବାଗତ କରାଯାଇଥିଲା। ସମସ୍ତଙ୍କ ଥର୍ମାଲ ସ୍କ୍ରିନିଂ ସହ ସ୍କୁଲ ଚଟାଣରେ ସାମାଜିକ ଦୂରତା ନେଇ ବୃତ୍ତ ଚିତ୍ର ଅଙ୍କିବା ସହ ରଙ୍ଗୋଲି ପକାଯାଇଥିଲା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ ସେଠାରେ ଉପସ୍ଥିତ ହୋଇ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ଲାଇନ୍‌ରୁ ଶିକାର ପାଇଁ ଟାଣିଥିଲେ ତାର, ଦୁଇ ଗିରଫ

କେନ୍ଦୁଝର/ବଡ଼ବିଲ,୩୧ା୧(ସ୍ବ.ପ୍ର.): କେନ୍ଦୁଝର ବନ ଡିଭିଜନ ବଡ଼ବିଲ ରେଞ୍ଜ ଅନ୍ତର୍ଗତ ବଳିତା ବିଟ୍‌ ଅଧିନସ୍ଥ ବିଲେଇପଦା ସେକ୍ସନରେ ଦୁଇଟି ବାରହା ଶିକାର ଅଭିଯୋଗରେ ଦୁଇ ଜଣ ଗିରଫ...

ଡ୍ରାଇଭରଙ୍କୁ ହତ୍ୟା ଘଟଣା : ଢାବା କର୍ମଚାରୀ ଗିରଫ

ସୋନପୁର,୨୪।୮(ନି.ପ୍ର.) : ଡ୍ରାଇଭରଙ୍କୁ ହତ୍ୟା ଘଟଣାରେ ସୋନପୁର ଟାଉନ ପୋଲିସ ଅଭିଯୁକ୍ତ ସୁଶାନ୍ତ ଗୁରୁ(୨୦)ଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୁଶାନ୍ତଙ୍କ...

ଘରୋଇକରଣ ପ୍ରୀତି

ଦକ୍ଷିଣ ଓଡ଼ିଶାର ବୃହତ୍ତମ ସହର ବ୍ରହ୍ମପୁର ପୌରସଂସ୍ଥାକୁ ୧୫୨ ବର୍ଷ ପୂରିଛି। ୧୦ ବର୍ଷ ତଳୁ ସରକାରଙ୍କ ପକ୍ଷରୁ ମହାନଗର ନିଗମ ମାନ୍ୟତା ମିଳିଛି। ତେଣୁ...

ଲଘୁ ଖଣିଜ ଚୋରାଚାଲାଣ ରୋକିବାକୁ ଗୁରୁତ୍ୱ

ଜଗତ୍‌ସିଂହପୁର ଅଫିସ, ୨୭।୪: ଜଗତ୍‌ସିଂହପୁର ଜିଲାର ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟଜିତ୍‌...

କୋଭିଡ୍‌ ନିୟମ ଉଲ୍ଲଂଘନକୁ ବିଧାୟକଙ୍କ ଖଣ୍ଡନ

ସୋରଡ଼ା,୨୭। ୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ବାପାଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ସୋମବାର ପୈତୃକ ଗ୍ରାମରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ...

କାହାକୁ ପଚାରି ଏମିତି କରିଛ: ବର୍ଷିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ ଥିବା ଅନସ୍ଲୋ ସରକାରୀ ହାଇସ୍କୁଲକୁ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ସ୍ମାର୍ଟ...

ସାର୍ବଜନୀନ ସ୍ଥାନରେ ପୂଜା ମନା

ପୁରୀ ଅଫିସ,୨୧।୮: ପୁରୀ ଜିଲାର କୌଣସି ସର୍ବସାଧାରଣ ସ୍ଥାନରେ ଏଥର ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ବୃଦ୍ଧି ହାରକୁ ଦୃଷ୍ଟିରେ ରଖି ଜିଲା...

ଏ ବର୍ଷ ବି ହେବନାହିଁ ଐତିହାସିକ ବାଲିଯାତ୍ରା

କଟକ ଅଫିସ,୯।୧୧: ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ହେବ ନାହିଁ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ଜିଲା...

Advertisement
Archives

Model This Week