ପାଟଣାରେ ବିଧାୟକ କଲେ ପତକା ଉତ୍ତୋଳନ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କୋଭିଡ ଗାଇଡ଼୍‌ଲାଇନ ମଧ୍ୟରେ ୭୩ ତମ ସାଧାରଣତନ୍ତ୍ର ଦିବସ ବୁଧବାର ପାଳିତ ହୋଇଛି।ମୁଖ୍ୟାଳୟ ସ୍ଥିତ ଷ୍ଟାଡିୟମରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବ୍ଲକ ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ, ଗୋଷ୍ଠୀ ଶିକ୍ଷାଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ଅମାତ, ଏବିଓ ସଚ୍ଚିଦାନନ୍ଦ ସେଠୀ,ସାମାଜିକ କର୍ମୀ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ,ଶିକ୍ଷକ ପାର୍ଥ ସାରଥୀ ବେଜ, ପ୍ରମୋଦ କୁମାର ମହାନ୍ତ, ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri