ପାଟଣାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ବିଧାୟକ

ପାଟଣା,୧୮।୧୧(ସ୍ବ. ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ପଲାଣଘାଟି ପଞ୍ଚାୟତ ପରିସରରେ ଗୁରୁବାର ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇଥିଲେ। ୨ ଶହ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ସେ ନୂଆ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ । ଏହି ଅବସରରେ ବିଧାୟକ ମୁଖ୍ୟମନ୍ତ୍ରୀଙ୍କ ଗରିବ ଲୋକଙ୍କ ସ୍ବାସ୍ଥ୍ୟର ଚିନ୍ତା କରି ସ୍ବାସ୍ଥ୍ୟ କାର୍ଡ ପ୍ରଚଳନ କରିଥିବା କହିଥିଲେ। ଚିନା ମାଳି ପଶି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଅତିଥି ଭାବେ ଜଗନ୍ନାଥ ନାଏକ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ବ୍ଲକ ଉପାଧ୍ୟକ୍ଷ ଲକ୍ଷ୍ମୀ ପ୍ରିୟା ବେହେରା, ଚିନାମାଳି ପଶି ସରପଞ୍ଚ କନକ ଲତା ନାଏକ, ପଲାଣ ଘାଟି ସରପଞ୍ଚ ନେତ୍ରମଣି ନାଏକ, ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ, ତହସିଲ ଦାର ତାପସ ରଞ୍ଜନ ଦେହୁରୀ,ବିଜେଡି ବ୍ଲକ ସଭାପତି ମାଧବାନନ୍ଦ ପୃଷ୍ଟି,ଜିଲାପରିଷଦ ସଦସ୍ୟ ସୁରେଶ ଚନ୍ଦ୍ର ନାଏକ, ବିଜେଡି ନେତା ମିତ୍ରଭାନୁ ମହାନ୍ତ, ସହକାରୀ ଯନ୍ତ୍ରୀ ପୁରୁଷୋତ୍ତମ ସାହୁ, ସିଡିପିଓ ବିଜୟଲକ୍ଷ୍ମୀ ମାରାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri