Odisha Elections 2024

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ ମୃତ୍ୟୁବରଣ କରିଥିବା ଡିଏଫ୍‌ଓ ଧନରାଜ ଏଚ୍‌ଡି ସୂଚନା ଦେଇଛନ୍ତି। ଗତକାଲି ପୂର୍ବାହ୍ନ ୧୧ ଟାରୁ ଶାବକ ଜନ୍ମ ଦେବା ବେଳେ ହାତୀଟି ଯନ୍ତ୍ରଣା ପାଇବା ପରେ ଆଜି ସକାଳ ୯ଟାରେ ମୃତ ଶାବକକୁ ବାହାର କରାଯାଇଥିଲା। ଏହା ସତ୍ତ୍ୱେ ହାତୀଟି ଛିଡ଼ା ହୋଇପାରିଲା ନାହିଁ। ଫଳରେ ଆଜି ମଧ୍ୟାହ୍ନରେ ହାତୀର ଜୀବନ ଚାଲିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି...

ସହରରୁ ଉଜୁଡ଼ିଗଲା ସବୁଜିମା

ନବରଙ୍ଗପୁର,୧୭।୫(ସଦାଶିବ ପ୍ରହରାଜ): ଜାତୀୟ ରାଜପଥ କଡ଼ରୁ କଟିଲା ଅତି ପୁରୁଣା ବିରାଟକାୟ ଗଛ। ନବରଙ୍ଗପୁର ସହର ଅସ୍ଥାୟୀ ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମଧ୍ୟ ଗଛ...

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ...

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ଦେଖିବାକୁ ଭୁବନେଶ୍ୱରରେ ଜନସମୁଦ୍ର

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ...

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri