ମାଛଧରା ହେଲା କାଳ: ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ଜୀବନ ଗଲା

ଚାନ୍ଦବାଲି,୩୦।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ନିକଟସ୍ଥ କରଞ୍ଜମାଳ ପଞ୍ଚାୟତରେ ସମୁଦ୍ରକୁ ମାଛ ଧରିବାକୁ ଯାଇ ଜଣେ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଏହା ସହ ଆଉ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି।
ସୂଚନା ମୁତାବକ, କରଞ୍ଜମାଳ ପଞ୍ଚାୟତ ଅଧୀନ ଧାନକୁଟା ଗ୍ରାମର ଲକ୍ଷ୍ମୀଧର ଦାସ(୫୨) ଏବଂ ପ୍ରଶାନ୍ତ ଦାସ(୩୮) ଦୁଇ ଜଣ ନିକଟସ୍ଥ ସମୁଦ୍ରକୁ ମାଛ ଧରିବା ପାଇଁ ଯାଇଥିଲେ । ନିକଟସ୍ଥ ବଙ୍ଗୋପସାଗର କୂଳ ଠାରୁ କିଛି ଦୂରରେ ବେଢ ଜାଲ ମାରିଥିଲେ । ସମୁଦ୍ର ଅଶାନ୍ତ ଥିବା ସମୟରେ ଏହି ୨ଜଣ ଜାଲ ଉଠାଇବାକୁ ଯାଇଥିବା ବେଳେ ଅଚାନକ ସମୁଦ୍ରରେ ଉଚ୍ଚା ଢେଉ ଆସିଥିଲା। ଫଳରେ ଲକ୍ଷ୍ମୀଧର ଦାସ ସମୁଦ୍ରରେ ଭାସିଯାଇ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରଶାନ୍ତ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି । ଏ ନେଇ ବାଂଶଡା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ

ବରଗଡ଼ ଅଫିସ,୧୨ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ମଧ୍ୟ ଲାଗୁ କରାଯାଇଛି। ମାତ୍ର ମାଛ,...

ବଲାଙ୍ଗୀରରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ; ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର(ବ୍ୟୁରୋ)/ବଲାଙ୍ଗୀର ଅଫିସ,୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ  କାର୍ଡ ବଣ୍ଟନ କରିଛନ୍ତି।...

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ...

ମଧୁର ଜଳ ମୁକ୍ତା ଚାଷ

ବାରିପଦା ଅଫିସ, ୧୦।୮- କରୋନା ଯୋଗୁ ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା। ଏହିଭଳି ପରିସ୍ଥିତିରେ ନିଜେ ଆତ୍ମନିର୍ଭରଶୀଳ ହେବା ସହ ୩୫ ଜଣଙ୍କୁ ରୋଜଗାର ଯୋଗାଇ ଦେବା...

ଛୁଆକୁ ଧରି ଭଂଗା ଘରେ ରହୁଛନ୍‌ ଫୁଲତୁଲି

ଲାଠୋର, ୨୦ା୮(ଡି.ଏନ୍‌.ଏ.): ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ନିଅଁାସି ଗରିବ୍‌ ଦୁଖିକୁ ପକାଘର ଯୁଗେଇ ଦେଉଛନ୍‌। ହେଲେ ସର୍ଭେରେ ଭୁଲଭଟକା, ତଦାରଖ ଅଭାବୁ ଅନେକ...

ଗିରଫ ହେଲେ ଚିଟଫଣ୍ଡ ସଂସ୍ଥାର ମାଲିକ

ବ୍ରହ୍ମପୁର ଅଫିସ,୧୧ା୨: ଟାଉନ ଥାନା ପୋଲିସ ୱାରେଣ୍ଟ ବଳରେ ଏକ ଚିଟଫଣ୍ଡ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥାର...

୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ...

ସଂକ୍ରମଣ କମ୍‌ ଦେଖାଇବାକୁ ଷଡ଼ଯନ୍ତ୍ର

ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ମଧ୍ୟ...

Advertisement
Archives

Model This Week