ପାଣିରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ନିରାକାରପୁର,୧ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଚାନେଗିରି ପଞ୍ଚାୟତ ରମାବିଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ ଗ୍ରାମର ପ୍ରକାଶ ପ୍ରଧାନଙ୍କ ଅଢ଼େଇ ବର୍ଷର ଝିଅ ରାଣୀ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି।

ସୂଚନାରୁ ଜଣାପଡ଼ିଛି, ରାଣୀ ସବୁଦିନ ପରି ଗୁରୁବାର ତା’ ଜେଜେଙ୍କ ସାଙ୍ଗରେ ଗାଧୋଇବା ପାଇଁ ପୋଖରୀକୁ ଯାଇଥିଲୋ। ପରିବାର ଲୋକେ ବହୁ ଖୋଜାଖୋଜି କରି ନ ପାଇବାରୁ ସନ୍ଦେହରେ ପୋଖରୀରେ ବୁଡ଼ିଯାଇଥିବ ଭାବି ଦମକଳ ବିଭାଗକୁ ଫୋନ୍‌ କରିଥିଲେ। ଖବର ପାଇ ଦମକଳ ବାହିନୀ କର୍ମଚାରୀମାନେ ଆସି ରାଣୀଙ୍କ ମୃତଦେହ ରମାବିଲି ନିକଟରେ ଥିବା ଏକ ପୋଖରୀରୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?