ଦନ୍ତା ଆକ୍ରମଣରେ ଚାଲିଗଲା ଡ଼ଙ୍ଗରିଆ ଯୁବକଙ୍କ ଜୀବନ

ରାୟଗଡ଼ା,୧୪।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ର ଲାଖପଦର ଗ୍ରାମର ଜଣେ ଡ଼ଙ୍ଗରିଆ ଯୁବକ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ହେଲେ ସାଲୁପୁ କୁଟ୍ରୁକା।
ଘଟଣାରୁ ପ୍ରକାଶ ଯେ, ସାଲୁପୁ ଶୁକ୍ରବାର ରାତିରେ ପାହାଡ ଉପରେ ନିଜ ଧାନ କ୍ଷେତରେ ଜଗିଥିବା ସମୟରେ ହାତୀ ପଶି ଆସିଥିଲା। ସାଲୁପୁ ହାତୀ ଘଉଡ଼ାଇବା ସମୟରେ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଥିବା ଜଣାପଡିଛି। ଏନେଇ ଏସିଏଫ ଅଶୋକ ପ୍ରଧାନଙ୍କୁ ପଚାରିବାରୁ କଲ୍ୟାଣସିଂହପୁର ରେଞ୍ଜରଙ୍କୁ ଘଟଣାସ୍ଥଳକୁ ଯାଇ ଘଟଣାର ସତ୍ୟାସତ୍ୟ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

୨ ଗୁଣା ତରଳୁଛି ହିମାଳୟ ଗ୍ଲେସିୟର

କାଠମାଣ୍ଡୁ,୨୩ା୩(ପି.ଟି.): ହିନ୍ଦୁକୁଶ ହିମାଳୟରେ ଥିବା ଗ୍ଲେସିୟର ୨୦୦୦ରୁ ପୂର୍ବାପେକ୍ଷା ୨ ଗୁଣ ହାରରେ ତରଳୁଛି। ୧୯୯୦ରୁ ୨୦୨୦ ମଧ୍ୟରେ ୧୨ ପ୍ରତିଶତ ଅଞ୍ଚଳ ଗ୍ଲେସିୟର ହରାଇଲାଣି ବୋଲି ଆଇସିଆଇଏମ୍‌ଓଡି…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri