ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ନାବାଳିକାଙ୍କ ଜୀବନ

ପାରଳାଖେମୁଣ୍ଡି:୧୪।୩: ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡିଠାରୁ ୫କି.ମି କିମି ଦୂର କତଲକଇଠା ଗ୍ରାମରେ ରବିବାର ଏକ ବେସରକାରୀ ସଂସ୍ଥାର ଆମ୍ବୁଲାନ୍ସ ଗାଡି ଧକ୍କାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଏସ୍‌. ଲକ୍ଷ୍ମୀ(୧୦)। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବାସହ ଆମ୍ବୁଲାନ୍ସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଗ୍ରାମବାସୀ ରାସ୍ତା ଅବରୋଧ କରିଛନ୍ତି। ଫଳରେ ପାରଳାଖେମୁଣ୍ଡି-ମୋହନା ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକ ରହିଛି। ଖବର ପାଇ ପାରଳାଖେମୁଣ୍ଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ କୋଟିରୁ ଊର୍ଦ୍ଧ୍ୱ ହଡ଼ପ: ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗିରଫ

ରଘୁନାଥପୁର,୪।୧୨(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ସରକାରଙ୍କ ଆମ ଗାଁ ଆମ ବିକାଶ ଯୋଜନାରେ ୧ କୋଟି ୬୨ ଲକ୍ଷ ଟଙ୍କା ଦୁର୍ନୀତି ହୋଇଥିବା ନେଇ ସେପ୍ଟେମ୍ବର...

ନାବାଳିକାଙ୍କୁ ଅପହରଣ ଅଭିଯୋଗ

ଫୁଲବାଣୀ ଅଫିସ, ୧୭ା୭: ଖଜୁରିପଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଖଜୁରିପଡା ଥାନାରେ ଅଭିଯୋଗ ହୋଇଛି ା ଲାଇନପଡା ଅଞ୍ଚଳର ଜଣେ ଯୁବକ...

ସେଦିନର ବିଭୀଷିକାକୁ ଭୁଲିନାହାନ୍ତି ବରୀବାସୀ

ବରୀ,୨୯ା୮(ଡି.ଏନ.ଏ.): ୨୦୨୦ ଅଗଷ୍ଟ ମହାବନ୍ୟାର କରାଳ ରୂପକୁ ବର୍ଷେ ପରେ ବି ବରୀବାସୀ ଭୁଲି ପାରିନାହାନ୍ତି। ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରେ ୧୦ରୁ ଊର୍ଦ୍ଧ୍ୱ ଘାଇ...

ନେତ୍ରୋତ୍ସବ ଦର୍ଶନ ନୀତି ନିର୍ଘଣ୍ଟ

ଚକା ଅପସର ମଧ୍ୟାହ୍ନ ୧୨ଟା ୧୫ ମଙ୍ଗଳ ଆଳତି ୧୨ଟା ୩୦ ଦଶାବତାର ଠାକୁରଙ୍କ ବାହୁଡ଼ା ବିଜେ ଅପରାହ୍ନ ୧ଟା ୩୦ ତାଟି ଫିଟିବା ଅପରାହ୍ନ...

ପଲ୍ଲୀସଭା ବେଳେ ହାତାହାତି

ଭଦ୍ରକ ଅଫିସ,୪।୬: ଭଦ୍ରକ ବ୍ଲକ ଅନ୍ତର୍ଗତ କୋଡ଼ବରୁଆଁ ପଞ୍ଚାୟତର କୋଡ଼ଗମ୍ଭିର ଗ୍ରାମରେ ଗୁରୁବାର ପଲ୍ଲୀସଭା ଆୟୋଜିତ ହୋଇଥିଲା। ସଭା ଚାଲିଥିବା ବେଳେ ତୁମୁଳ କାଣ୍ଡ ଘଟିଥିବା...

ବାଇକ୍‌ ଚୋରି, ସିସିଟିଭିରେ କଏଦ୍‌ ହେଲା ଦୃଶ୍ୟ

ଜୁନାଗଡ଼,୨୬।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ପୁରୁଣା ଷ୍ଟେଟବ୍ୟାଙ୍କ ନିକଟରେ ଥିବା ଏକ ଘର ସମ୍ମୁଖରୁ ଜଣେ ଦୁର୍ବୁତ୍ତ ବାଇକ ଚୋରି କରିଥିବା ଅଭିଯୋଗ ହୋଇଛି। ଚୋରି...

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା-ଅନୁଭବ

କଟକ ଅଫିସ,୨୭।୯: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ମଙ୍ଗଳବାର ଅନୁଭବ-ବର୍ଷା...

ଟ୍ରେନ୍‌ରେ ବନ୍ଧୁକ ଦେଖାଇ ଭୟଭୀତ କରିବା ଘଟଣା: ଅଭିଯୁକ୍ତ ଗିରଫ

ଜଟଣୀ, ୫।୧(ଡି.ଏନ.ଏ.): ବନ୍ଧୁକ ଦେଖାଇ ଅନ୍ୟ ଯାତ୍ରୀଙ୍କୁ ଭୟଭୀତ କରିବା ସହ ଟ୍ରେନ୍‌ ମଧ୍ୟରେ ଆତଙ୍କ ସୃଷ୍ଟି ଘଟଣାରେ ଖୋର୍ଦ୍ଧାରୋଡ ରେଲୱେ ପୋଲିସ ସୋମନାଥ ପାଢୀ(୩୮)ଙ୍କୁ...

Advertisement
Archives

Model This Week