ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ ଚାଲିଗଲା ପଡ଼ୋଶୀର ଜୀବନ

ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଏକ ଅଘଟଣ ଘଟିଛି । ସହରର ମନ୍ଦାରବଗିଚାପଡ଼ାରେ ରାଜୁ ରଣା ନାମକ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ମାଡ ମାରୁଥିଲେ। ଭଡା ଘରେ ରହୁଥିବା ପଡୋଶୀ ରବୀନ୍ଦ୍ର ପାତ୍ର ଛଡାଇବାକୁ ଆସିଥିଲେ। ହେଲେ ରାଜୁଙ୍କ ଆକ୍ରମଣ ଗୁରୁତର ହୋଇଥିଲେ ରବୀନ୍ଦ୍ର। ତାଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଭବାନୀପାଟଣା ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି। ଅପ୍ୟପକ୍ଷେ ଅଭିଯୁକ୍ତ ରାଜୁ ଟାଉନ ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

ଛାତ୍ରୀଛାତ୍ରଙ୍କୁ ବଣ୍ଟାଗଲା ପୋଷାକ: ଶିକ୍ଷା ବର୍ଷ ୨୦୨୬- ୨୭ ପାଇଁ…

କର୍ଲାମୁଣ୍ଡା:୨୧/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପୋଦର ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ ଉତ୍ସବ ବଣ୍ଟନ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।…

୨ ମାସ ପୂର୍ବେ ଗଢିଥିଲେ ସୁଖର ସଂସାର, ହଠାତ୍‌ ଶାଶୁ ଘରେ ହୋଇଗଲେ ଅଚେତ୍‌, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ବଢିଲା ସସ୍‌ପେନ୍ସ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମର ନବବିବାହିତା ଲିପ୍ସା ବିଷୋୟୀ(୨୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଆଙ୍କୋରଡ଼ା…

CSKକୁ ଲାଗିଲା ବଡ଼ ଝଟକା, ସିଜନରୁ ବାଦ ପଡିଲେ ସର୍ବାଧିକ ସ୍କୋର୍ କରିଥିବା ଖେଳାଳୀ

ନୂଆଦିଲ୍ଲୀ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ୨୦୨୬ ଆଇପିଏଲ ସିଜିନ୍ ଭଲ ନଥିଲା। ଚଳିତ ସିଜିନ୍ ମଧ୍ୟଭାଗରେ, ଚେନ୍ନାଇ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼…

ସମ୍ପତ୍ତି ଭାଗବଣ୍ଟାକୁ ନେଇ ମହାଭାରତ: ବଡ଼ ଭାଇର ଚୋଟରେ ସାନ ଭାଇ, ମାଉସୀ ଶାଶୁ ଲହୁଲୁହାଣ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ମଙ୍ଗଳବାର ସକାଳେ ପାରିବାରିକ ହିଂସା କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀଙ୍କ କାତି ଚୋଟରେ ସାନଭାଇ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିବାହ କଲେ ୩୯ ଯୋଡି, ଯୋଗ ଦେଲେ ବିଧାୟକ ଲକ୍ଷ୍ମଣ ବାଗଙ୍କ ସହ …

ବଲାଙ୍ଗୀର, ୨୧।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡ଼ିଆରେ ମଙ୍ଗଳବାର ଏକ ଅଭିନବ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri