ଟ୍ରେନ୍‌ଲାଇନ୍‌ରେ କଟି ସିଗ୍‌ନାଲ୍‌ ଯନ୍ତ୍ରୀଙ୍କ ଜୀବନ ଗଲା

ନୂଆପଡ଼ା,୮ା୧୨: ନୂଆପଡ଼ା ରେଳଷ୍ଟେଶନର ସିଗ୍‌ନାଲ୍‌ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମରାମତି ପାଇଁ ସିଗ୍‌ନାଲ୍‌ ଯନ୍ତ୍ରୀ ଅନୁପ ରୟ(୨୮) ଗୁରୁବାର ରାତିରେ ଷ୍ଟେଶନରେ ପହଞ୍ଚିଥିଲେ। ମରାମତି କାର୍ଯ୍ୟ ସାରି ଲଖନା ଫେରୁଥିବା ବେଳେ ରେଳ ଲାଇନ୍‌ର ଗୋଡ଼ ଫସି ଯାଇଥିଲା। ଏହି ସମୟରେ ଟ୍ରେନଟି ତାଙ୍କୁ ଧକ୍କା ଦେବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନୁପ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିର ଧୋବିପଡ଼ାର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଟ୍ରକ୍‌ ମୁହାଁମୁହିଁ ପରେ ଲାଗିଲା ନିଆଁ: ଜିଅନ୍ତା ଜଳିଗଲେ ଚାଳକ

ହେମଗିର,୩୦ା୪(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାସ୍ଥିତ ଗୋପାଳପୁର ଡିବିଏଲ କମ୍ପାନୀ ସମ୍ମୁଖରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ହେବାରୁ ନିଆଁ ଲାଗିଯାଇଥିଲା। ଫଳରେ ଟ୍ରକ୍‌ ଚାଳକ ନିଆଁରେ ପୋଡ଼ି ହୋଇ…

‘ପାକିସ୍ତାନ ଯିବୁ ନାହିଁ’, ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କାହିଁକି ଏଭଳି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩୦ା୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ କମ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ କଠୋର ଆଭିମୁଖ୍ୟ ଗ୍ରହଣ…

ଇରାନର ନୂଆ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ, କହିଲେ…

ଓ୍ବାଶିଂଟନ୍‌,୩୦।୪: ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ପୁଣିଥରେ ସ୍ଥଗିତ ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ନୂତନ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି…

ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍‌ପି-ବିଧାୟକ ସମୀକ୍ଷା କରି କହିଲେ…

ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍‌ପି…

କାଜୁ ବଗିଚାରେ ପଡ଼ିଛି ଦନ୍ତାହାତୀର ମୃତଦେହ, ବନବିଭାଗର ତଦନ୍ତ ଆରମ୍ଭ

ବଲାଙ୍ଗୀର,୩୦।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଚାନୁଟମାଲ ଗାଁର ଏକ କାଜୁ ବଗିଚାରେ ଗୋଟିଏ ଦନ୍ତାହାତୀର ମୃତଦେହ ପଡିଥିବାର ଦେଖିବାକୁ ମିଳିଛି। ବନ ବିଭାଗ…

ଯୁବତୀ-ଯୁବକଙ୍କ ଭିତରେ ପଶିଲା ପୋଲିସ, ୩କର୍ମୀଙ୍କୁ ପିଟିପିଟି…

କଟକ,୩୦।୪(ପ୍ରଭୁକଲ୍ୟାଣ ପାଲ୍): କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ପୋଲିସ କର୍ମଚାରୀଙ୍କୁ ଅସାମାଜିକ ଯୁବକଙ୍କ ଦ୍ୱାରା ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏହି…

ଶିକ୍ଷା ବିଭାଗରେ କଳାଦାଗ: ମହିଳା ସିଆରସିସିଙ୍କୁ ନିର୍ଯାତନା ଦେଇ ବନ୍ଧାହେଲେ ଡିଇଓ-ବିଇଓ-ପିଇଟି

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ କାର୍ଯ୍ୟରତ ଜଣେ ମହିଳା ସିଆରସିସିଙ୍କୁ ନିର୍ଯାତନା ସହିତ ଅଶ୍ଳୀଳ ମେସେଜ୍‌ କରିବା ମହଙ୍ଗା ପଡିଛି। ଏଭଳି ଅଭିଯୋଗରେ ବରଗଡ଼ ଟାଉନ ଥାନା…

ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା: ଭତ୍ତା ପାଇଁ ଦେଶୀଡଙ୍ଗାରେ ବିପଦପୂର୍ଣ୍ଣ ଯାତ୍ରା କରୁଛନ୍ତି ହିତାଧିକାରୀ

ନନ୍ଦପୁର,୩୦ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପରଜା ବଡ଼ପଡ଼ା ପଞ୍ଚାୟତର ବୃଦ୍ଧା, ବୃଦ୍ଧ, ବିଧବା, ଅସହାୟମାନଙ୍କୁ ଡିବିଟି ମାଧ୍ୟମରେ ଦିଆଯାଉଥିବା ଭତ୍ତା ଟଙ୍କା ଉଠାଣ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri