ଦୋଳିରୁ ଖସି ଛାତ୍ରଙ୍କ ଜୀବନ ଗଲା

କଳିଙ୍ଗନଗର,୧୮ା୧(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଟମକା ଥାନା ନୟା ବଗପାଟିଆ ପ୍ରାଇମେରୀ ସ୍କୁଲରେ ଶନିବାର ଏକ ଅଘଟଣ ଘଟିଛି। ଦୋଳି ଖେଳୁଥିବା ବେଳେ ଦୋଳିରୁ ପଡ଼ି ୪ର୍ଥ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ସମ୍ପର୍କୀୟଙ୍କ ଦ୍ୱାରା ସ୍କୁଲ ଶିକ୍ଷକ ଅଟକ ଅଛନ୍ତି। ମୃତ ଛାତ୍ର ନୟା ବଗପାଟିଆ ଗ୍ରାମର ନବଘନ ସାହୁଙ୍କ ପୁତ୍ର ସୋମ୍ୟରଞ୍ଜନ। ସେ ଚତୁର୍ଥ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଛି। ଶିକ୍ଷକଙ୍କ ଦାୟିତ୍ୱହୀନତା ପାଇଁ ଛାତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ମୃତ ଛାତ୍ରଙ୍କ ବାପା ନବଘନ ସାହୁ। ଦାନଗଦୀଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷାଣ କରିଛନ୍ତି। ଘଟଣାସ୍ଥଳରେ ଉତ୍ତୋଳନ ପ୍ରକାଶ ପାଉଛି। ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରୀତିରଞ୍ଜନ ଘଡ଼େଇ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟେକ୍ତ ଲୋକଙ୍କୁ ବୁଝାଇ ଥିବା ଦେଖା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri