ବନ୍ତଳା,୨୨ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଧୋକୁଟା ପଞ୍ଚାୟତ ଗୋପାଳପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ଚାଷୀ ଜଣଙ୍କ ହେଲେ ଗ୍ରାମର ଗନ୍ଧର୍ବ ବେହେରା(୫୭)। ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗ୍ରାମବାସୀଙ୍କ ସୂତ୍ରରୁ ପ୍ରକାଶ, ଗନ୍ଧର୍ବ ନିଜ ଗୋରୁ ଚରାଇ ଘରକୁ ଫେରୁଥିବା ବେଳେ ଅତ୍ୟଧିକ ବର୍ଷା ହେବା ସହିତ ବଜ୍ରପାତ ହୋଇଥିଲା। ଗାଁ ମୁଣ୍ଡ ସ୍କୁଲ ନିକଟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ: ଉଚ୍ଛେଦ ଦାବିରେ ଶତାଧିକ ମହିଳା-ପୁରୁଷଙ୍କ ବିକ୍ଷୋଭ
ଅମରପାଲି, ୮।୧୦ (ପୀତାମ୍ବର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲିଆସୁଥିବା ଲାଇସେନ୍ସପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁଁ…
ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର
ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…
8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା
ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…
ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍ରେ ପ୍ରଥମଥର କଲେ ଏମିତି କମାଲ
ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ସେ ମାତ୍ର ୧୮ଟି…
ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ
ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…
ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼
ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…
ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ
ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…
ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ
ପୁରୀ,୧୦ା୧୦(ଅଜିତ୍ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

