‘ସୀମା ପାର ହୋଇଗଲା ଓଭର ଆକ୍ଟିଙ୍ଗ’, ରଣବୀରଙ୍କ ସର୍କସ ଦେଖି ରାଗିଲେ ଦର୍ଶକେ

ମୁମ୍ବାଇ: ବଲିଉଡ ନିର୍ଦ୍ଦେଶକ ରୋହିତ ସେଟ୍ଟିଙ୍କ ଫିଲ୍ମ ‘ସର୍କସ’ର ଟ୍ରେଲର ରିଲିଜ୍ ହୋଇସାରିଛି । ଏହି ମୁଭିରେ ରଣବୀର ସିଂ, ବରୁଣ ଶର୍ମା, ପୂଜା ହେଗଡେ, ଜନି ଲିଭର, ଜ୍ୟାକଲିନ ଫର୍ନାଡିଜଙ୍କ ସହିତ ଆହୁରି ଅନେକେ କଳାକାର ରହିଛନ୍ତି । ମୁଭି ଚଳିତ ମାସ ୨୩ ତାରିଖରେ ରିଲିଜ୍ ହେବାକୁ ଯାଉଛି । ହେଲେ ମୁଭିର ଟ୍ରେଲର ଦେଖି ଦର୍ଶକେ ଏତେଟା ଆଶାବଦୀ ନ ଥିବା ଜଣାପଡୁଛି । କାରଣ ସୋସିଆଲ ମିଡିଆରେ ମୁଭିର ଟ୍ରେଲର ଦେଖିବା ପରେ ସେମାନଙ୍କର ରିଆକ୍ସନରୁ ଏହା ସ୍ପଷ୍ଟ ହୋଇଛି । ଅଧିକାଂଶ ଦର୍ଶକଙ୍କୁ ମୁଭିର ଟ୍ରେଲର ପସନ୍ଦ ଆସିନାହିଁ ।
ଟ୍ରେଲର ଦେଖିବା ପରେ କେତେଜଣ ୟୁଜର୍ସ ଲେଖିଛନ୍ତି ପ୍ରଥମଥର ଲାଗି ରୋହିତ ସେଟ୍ଟିଙ୍କ ମୁଭିକୁ ନେଗେଟିଭ ରେସପନ୍ସ ମିଳିଛି । ଆଉ କେତେଜଣ ଲେଖିଛନ୍ତି ସତ କହିବାକୁ ଗଲେ ଟ୍ରେଲର ଆଦୌ ଭଲ ଲାଗିଲାନି । ରଣବୀରଙ୍କ ଓଭର ଆକ୍ଟିଂ ଶେଷ ହୋଇଯାଇଛି । ସେଟ ବି ଆର୍ଟିଫିସିଆଲ ଲାଗୁଛି ।
ଯଦି ଟ୍ରେଲରକୁ ଦେଖି ଦର୍ଶକେ ଏମିତି ରେସପନ୍ସ ଦେଉଛନ୍ତି ତେବେ ଫିଲ୍ମ ବକ୍ସ ଅଫିସରେ କି କମାଲ କରୁଛି ତାହା କେବଳ ସମୟ କହିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri