ବୁଥ୍‌ ମୁହାଁ ପୋଲିଂ ଅଫିସର: ମତଦାନର ୪୮ ଘଣ୍ଟା ପୂର୍ବରୁ ବନ୍ଦ ରହିବ ମଦ ଦୋକାନ

ଝାରସୁଗୁଡ଼ା ଅଫିସ,୧୯।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ପୋଲିଂ ଅଫିସର ବୁଥ୍‌ ଅଭିମୁଖେ ବାହାରି ଯାଇଛନ୍ତି। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ୧ ହଜାର ପୋଲିସ କର୍ମଚାରୀ ମୁତୟନ କରାଯିବ।
ସେହିପରି ୨୭୯ଟି ବୁଥ୍‌ରେ ୨ ଲକ୍ଷ୧୪ ହଜାର ୮୭୮ ମତଦାତା ଭୋଟ ଦାନ କରିବାକୁ ଥିବା ବେଳେ୨୨ ଟି ନୂଆ ବୁଥ୍‌ ହୋଇଛି। ୬୦ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଛି। ଆଜି ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାର ଲୋକ ରହିବେ ନାହିଁ। ହୋଟେଲ, ଲଜ ସବୁଠି ଚେକିଂ କରାଯିବ । ଯିଏ ନିୟମ ଉଲ୍ଲଙ୍ଘନ କରିବ ତାହା ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ମତଦାନର ୪୮ ଘଣ୍ଟା ପୂର୍ବରୁ ମଦ ଦୋକାନ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri