ଭୁବନେଶ୍ୱର,୬।୮(ବ୍ୟୁରୋ)-ଏଣିକି ସମଗ୍ର ରାଜ୍ୟରେ ଦିନ ୧୦ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବ। ଏ ନେଇ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦେଶୀ, ବିୟର, ଦେଶୀ ମଦ ଦୋକନ ରାତି ସାଢେ ୧୦ଟା ଯାଏ ଖୋଲା ରହିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ଭୁବନେଶ୍ୱର,୬।୮(ବ୍ୟୁରୋ)-ଏଣିକି ସମଗ୍ର ରାଜ୍ୟରେ ଦିନ ୧୦ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବ। ଏ ନେଇ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦେଶୀ, ବିୟର, ଦେଶୀ ମଦ ଦୋକନ ରାତି ସାଢେ ୧୦ଟା ଯାଏ ଖୋଲା ରହିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…