ଆଜି ଘୋଷଣା ହୋଇପାରେ ଭାଜପାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଓଡ଼ିଶାର ୧୪୬ ବିଧାନସଭା, ୨୧ ଲୋକସଭା…

ଭୁବନେଶ୍ୱର,୨୪।୩: ଭାଜପାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ରବିବାର ଘୋଷଣା କରି ପାରେ।
ଏଥର ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ରାଜସ୍ଥାନ, ଉତ୍ତରପ୍ରଦେଶର ପ୍ରାଥୀଙ୍କ ନାମ ଘୋଷଣା ହେବା ନେଇ ଚର୍ଚ୍ଚା ହେଉଛି। ଶନିବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଚାଲିଥିଲା । ଏହି ବୈଠକରେ ସବୁ ଆସନରେ ପ୍ରାର୍ଥୀ ଚୟନ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିିଛି ।
ଆସିବାକୁ ଥିବା ଏହି ତାଲିକାରେ ପାଖାପାଖି ୧୫୦ ଜଣ ଲୋକସଭା ପ୍ରାର୍ଥୀଙ୍କ ନାଁ ଉପରେ କେନ୍ଦ୍ରୀୟ ନିର୍ବାଚନ କମିଟି ମୋହର ମାରିବ । ଓଡ଼ିଶାର ଉଭୟ ଲୋକସଭା ଏବଂ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଆସିବାର ସମ୍ଭାବନା ରହିଛି । ବୈଠକ ପରେ ରାଜ୍ୟ ଭାଜପା ସଭାପତି ମନମୋହାନ ସାମଲ କହିଛନ୍ତି, ଓଡ଼ିଶାର ସମସ୍ତ ୧୪୬ ବିଧାନସଭା ଏବଂ ୨୧ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ଉପରେ ଆଲୋଚନା ସରିଛି । କେବଳ ଘୋଷଣାକୁ ଅପେକ୍ଷା ରହିଛି । ପୂର୍ବରୁ ୩ଟି ପର୍ଯ୍ୟାୟରେ ଭାଜପା ପ୍ରାର୍ଥୀ ତାଲିକା ଘୋଷଣା କରିଥିବା ସତ୍ତ୍ୱେ ଓଡିଶାର ନାଁ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri