ଆସିଲା କଂଗ୍ରେସ ପ୍ରାର୍ଥୀ ତାଲିକା: ପାରଳାଖେମୁଣ୍ଡିରୁ ବିଜୟ, ମୋହନାରୁ ଦାସୀରଥୀଙ୍କୁ ମିଳିଲା ଟିକେଟ୍‌

ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ବିଜେଡି, ଭାଜପା ପରେ କଂଗ୍ରେସର ୮ ଲୋକସଭା ଆସନ ଏବଂ ୪୯ ବିଧାନସଭା ଆସନ ପାଇଁ ମଙ୍ଗଳବାର ପାର୍ଥୀ ତାଲିକା ଘୋଷଣା କରିଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲାର ୨ଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି। ସେହିପରି ମୋହନା ନିର୍ବାଚନ ମଣ୍ଡଳୀ ପାଇଁ ଦାସୀରଥୀ ଗମାଙ୍ଗଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଭାବେ ରଶ୍ମିରଞ୍ଜନ ପଟ୍ଟନାୟକଙ୍କୁ କଂଗ୍ରେସ ଟିକେଟ୍‌ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri