ଆସିଲା କଂଗ୍ରେସ ପ୍ରାର୍ଥୀ ତାଲିକା: ପାରଳାଖେମୁଣ୍ଡିରୁ ବିଜୟ, ମୋହନାରୁ ଦାସୀରଥୀଙ୍କୁ ମିଳିଲା ଟିକେଟ୍‌

ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ବିଜେଡି, ଭାଜପା ପରେ କଂଗ୍ରେସର ୮ ଲୋକସଭା ଆସନ ଏବଂ ୪୯ ବିଧାନସଭା ଆସନ ପାଇଁ ମଙ୍ଗଳବାର ପାର୍ଥୀ ତାଲିକା ଘୋଷଣା କରିଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲାର ୨ଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି। ସେହିପରି ମୋହନା ନିର୍ବାଚନ ମଣ୍ଡଳୀ ପାଇଁ ଦାସୀରଥୀ ଗମାଙ୍ଗଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଭାବେ ରଶ୍ମିରଞ୍ଜନ ପଟ୍ଟନାୟକଙ୍କୁ କଂଗ୍ରେସ ଟିକେଟ୍‌ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ-ବାରବାଟୀରେ ଭାଜପାର ବଡ଼ ଗେମ୍‌, ଏହି ଅଭିନେତାଙ୍କୁ ମିଳିଲା ଚାନ୍ସ!

ଭୁବନେଶ୍ୱର,୧୭।୪: ଅନୁଭବ ମହାନ୍ତିଙ୍କୁ ଭାଜପା କଟକ-ବାରବାଟୀରୁ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଛି। ଅନ୍ୟପଟେ କେନ୍ଦ୍ରାପଡା ଏମପି ହୋଇଥିବାରୁ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁରରୁ...

କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ଲଢିବାର ବଡ଼ କାରଣ!

ଭୁବନେଶ୍ୱର,୧୭।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା,...

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି, ଆହୁରି ୨ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର, ୧୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବାୟୁମଣ୍ଡଳର ନିମ୍ନଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରା...

ପ୍ରଭୁ ଶ୍ରୀରାମଙ୍କ ଚମତ୍କାର ବାଲୁକା କଳା ପ୍ରଦର୍ଶନ କଲେ ସୁଦର୍ଶନ

ପୁରୀ,୧୭।୪: ଆଜି ସମଗ୍ର ଦେଶରେ ପବିତ୍ର ରାମ ନବମୀ ଧୂମଧାମରେ ପାଳନ କରାଯାଉଛି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ...

ଦଳଡିଆଁଙ୍କ ଉପରେ ଭରସା କଲା ବିଜେଡି

ଭୁବନେଶ୍ୱର, ୧୭।୪: ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ପଞ୍ଚାମ ପର୍ଯ୍ୟାୟ ବିଧାନସଭା ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ସମୀର ଦାସଙ୍କ ସମେତ ୩ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର, ୧୭।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ...

ପଶ୍ଚିମ ଓଡ଼ିଶାରେ ନବୀନଙ୍କୁ ଟକ୍କର ଦେବେ ଲଷ୍ମଣ

ଭୁବନେଶ୍ୱର, ୧୭।୪: ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ପଞ୍ଚାମ ପର୍ଯ୍ୟାୟ ବିଧାନସଭା ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ରେଢ଼ାଖୋଲ, ସମ୍ବଲପୁରରୁ ପ୍ରାର୍ଥୀ ଅଦଳବଦଳ, ପ୍ରସନ୍ନଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର, ୧୭।୪: ଆଉ ଏକ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ଏଥିରେ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ସନ୍ତୁଷ୍ଟ ପାଇଁ ବିଜେଡି ଉଦ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri