ପ୍ରକାଶ ପାଇଲା କଂଗ୍ରେସର ଲୋକ ସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨।୪: ପ୍ରକାଶ ପାଇଲା କଂଗ୍ରେସର ପ୍ରଥମ ଲୋକ ସଭା ପ୍ରାର୍ଥୀ ତାଲିକା। ବରଗଡ଼ରୁ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗିରରୁ ମନୋଜ ମିଶ୍ର, କଳାହାଣ୍ଡିରୁ ଦ୍ରୌପଦୀ ମାଝୀଙ୍କୁ କଂଗ୍ରେସ ଟିକେଟ୍‌ ଦେଇଛି। ସେହିପରି କୋରାପୁଟରୁ ସପ୍ତଗିରି ଉଲ୍ଲାକା, ବ୍ରହ୍ମପୁରରୁ ରଶ୍ମୀରଞ୍ଜନ ପଟ୍ଟନାୟକ, କନ୍ଧମାଳରୁ ଅମିର ଚାନ୍ଦ ନାୟକ, ନବରଙ୍ଗପୁରରୁ ଭୁଜବଳ ମାଝୀଙ୍କୁ ଟିକେଟ୍‌ ମିଳିଛି। ଅନ୍ୟପଟେ, କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନୂଆପଡ଼ାରୁ ଟିକେଟ୍‌ ମିଳିଛି। ସେହିପରି କବିସୂର୍ଯ୍ୟନଗରରୁ ଚିରଂଜୀବ ବିଷୋୟୀ, ଗୁଣପୁରରୁ ସତ୍ୟଜିତ ଗମାଙ୍ଗ, ରାଉଲକେଲାରୁ ବୀରେନ୍ଦ୍ର ନାଥ ପଟ୍ଟନାୟକଙ୍କୁ କଂଗ୍ରେସ ଟିକେଟ୍‌ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତା ମର୍ଡର କେସ୍‌: ଆସିଲା ଓମ୍‌ଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ, ଏଥିରେ ସେ…

ବାଲିଅନ୍ତା,୨୦ା୭: ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ଆସିଲା ଓମ୍‌ଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ। ଓମ୍‌ ସତ କହିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଘାଟିତ, ବିଧାୟକ ଯୋଗ ଦେଇ…

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହି ଗାନ୍ଧୀ ଛକରେ ଦୁଇଦିନବ୍ୟାପୀ ଖେମୁଣ୍ଡି ଲୋକ କଳା ମହୋତ୍ସବ ସୋମବାର ପୂର୍ବାହ୍ନ ସାଢ଼େ ୧୧ ଟାରେ…

ପ୍ରଥମ ଡେଙ୍ଗୁ ଭ୍ୟାକ୍ସିନ୍‌ ‘QDENGA’କୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୦ା୭: ପ୍ରତିବର୍ଷ ଡେଙ୍ଗୁ ଦ୍ୱାରା ଦେଶରେ ବହୁତ କ୍ଷତି ଘଟିଥାଏ। ବର୍ଷା ପରେ ଡେଙ୍ଗୁ ଦେଶର ଅନେକ ଅଞ୍ଚଳରେ ବ୍ୟାପିଥାଏ, ଯାହା ପ୍ରତିବର୍ଷ ହଜାର ହଜାର ଲୋକଙ୍କ…

ପୋଲିସ ମୁଖ୍ୟାଳୟରୁ ଡିଜିପିଙ୍କ ମୃତଦେହ ଉଦ୍ଧାର, କାରଣ ଜାଣିଲେ….

ଅଗରତାଲା,୨୦।୭: ରାଜ୍ୟ ପୋଲିସ ମୁଖ୍ୟାଳୟରୁ ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଏହି ଖବର ପୋଲିସ…

ଧୂଷୁରୀ ଅଞ୍ଚଳରେ ରହସ୍ୟମୟ ମୃତ୍ୟୁ: ନାଳରେ ଭାସୁଛି ଅଜଣା ମୃତଦେହ

ଧାମନଗର,୨୦ା୭(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଧୁଷୁରୀ ଥାନା ଅଧୀନ ବୟାଙ୍ଗଡିହି ପଞ୍ଚାୟତର ନୂଆଗାଁ ବଜାର ନିକଟସ୍ଥ ଏକ ନାଳରୁ ସୋମବାର ସକାଳେ ଜଣେ…

ଅବସର ଗୁଜବକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, ଲର୍ଡସ ମ୍ୟାଚ ପରେ ସେ କହିଲେ…

ନୂଆଦିଲ୍ଲୀ,୨୦।୭: ଗତ କିଛି ଦିନ ଧରି ଇଂଲଣ୍ଡ ବିପକ୍ଷ ତୃତୀୟ ଦିନିକିଆ ପରେ ରୋହିତ ଶର୍ମାଙ୍କୁ ବାଦ ଦିଆଯିବ ବୋଲି କଳ୍ପନାଜଳ୍ପନା ମୁଖ୍ୟ ସ୍ଥାନ ପାଇଛି। ବିସିସିଆଇ…

ପ୍ରେମିକଙ୍କୁ ନିର୍ମମ ହତ୍ୟା: ଶବକୁ ପଚାଇବା ପାଇଁ ୨୪ ଘଣ୍ଟା ପାଣିରେ ବୁଡ଼ାଇ ରଖିଲେ ପ୍ରେମିକା, ତାପରେ…

ମୁମ୍ବାଇ,୨୦।୭: ମହାରାଷ୍ଟ୍ରର ଥାଣେରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ତାଙ୍କ ପ୍ରେମିକଙ୍କୁ ନିର୍ମମ ଭାବରେ ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ।…

ଘରେ ଶୋଇଥିବାବେଳେ ମାଡ଼ି ଆସିଲା ବିପଦ: ଆକାଶରୁ ଖସିଲା ମୃତ୍ୟୁ, ଗୋଟିଏ ପରିବାରର…

ନୀଳଗିରି,୨୦ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ଘରେ ଶୋଇଥିବା ଅବସ୍ଥାରେ ରବିବାର ରାତିରେ ହଠାତ୍‌ ହେଲା ବଜ୍ରପାତ। ଏହି ବଜ୍ରପାତରେ ଗୋଟିଏ ପରିବାରର ୮ ଜଣଙ୍କ ମଧ୍ୟରୁ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri