Posted inରାଜ୍ୟ

୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୁଲିସ୍‌‌ ମେଡାଲ ତାଲିକା

ଭୁବନେଶ୍ୱର, ୨୧।୧: ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ୨୦୨୩ ବର୍ଷ ପାଇଁ ରାଜ୍ୟ ପୁଲିସ୍‌‌ ମେଡାଲ ତାଲିକା ପ୍ରକାଶ ପାଇଛି। ପୂବାଞ୍ଚଳ ଆଇଜି ହିମାଂଶୁ ଲାଲ, କ୍ରାଇମ୍‌‌ବ୍ରାଞ୍ଚ ଆଇଜି ସଫିଲ୍‌‌ ଅହମ୍ମଦ ସମେତ ୨୦ ଜଣ ପୁଲିସ୍‌‌ ଅଧିକାରୀ ରାଜ୍ୟପାଳ ପଦକ ପାଇବେ।

ସେହିଭଳି ଜିଲ୍ଲା ଆରକ୍ଷୀ ଅଧିକ୍ଷକ-ଏସ୍‌‌ପି ପାହ୍ୟାରେ ଜଗମୋହନ ମୀନା ଓ ମୁକେଶ ଭାମୋ ମନୋନୀତ ହୋଇଛନ୍ତି। ଉଦୟଭାନୁ ମିଶ୍ର, ମାନସ ଗଡନାୟକ, ଅନୀଲା ଆନନ୍ଦ, ସବ୍ୟସାଚୀ ମଲ୍ଲ, ହେମାମାଳିନୀ ନାୟକ ପୁଲିସ୍‌‌ ପଦକ ପାଇବା ପାଇଁ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?