ବାହାଘର ୨୪ ଘଣ୍ଟା ପୂର୍ବରୁ ଦେବାକୁ ପଡିବ ଅତିଥିଙ୍କ ତାଲିକା

ଭୁବନେଶ୍ୱର,୧୯।୪: କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଆସନ୍ତା ୨୪ ତାରିଖରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ଆସନ୍ତା ୨୧ ତାରିଖରୁ ବାହାଘର ଓ ଶୁଦ୍ଧିକ୍ରିୟା ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ ଗାଇଡ୍‌ଲାଇନ । ଏହି ନିୟମ ମୁତାବକ ବାହାଘରରେ ସମୁଦାୟ ୫୦ ଜଣ ଯୋଗ ଦେଇପାରିବେ। ଏମାନଙ୍କ ମଧ୍ୟରେ ବ୍ରାହ୍ମଣ, କ୍ୟାଟରିଂ ଓ ପରିବାର ଲୋକ ଅନ୍ତର୍ଭୁକ୍ତ ରହିବେ। ଯେଉଁ ୫୦ ଜଣ ଲୋକ ରହିବେ ସେମାନଙ୍କ ତାଲିକା ବାହାଘର ୨୪ ଘଣ୍ଟା ପୂର୍ବରରୁ ପ୍ରଶାସନକୁ ଦେବାକୁ ପଡିବ। ଅନୁମତି ନ ନେଇ କିମ୍ବା ନିୟମ ଭାଙ୍ଗି ବାହାଘର କିମ୍ବା ପ୍ରୋସେଶନ କଲେ ବ୍ୟବହୃତ ଗାଡି, ଡିଜେ, ସାଉଣ୍ଡ ଜବତ କରାଯିବ। ଏପରିକି ଆୟୋଜକ ଏବଂ ଭେନ୍ୟୁ ମାଲିକଙ୍କ ଉପରେ କୋଭିଡ ନିୟମ ଉଲଙ୍ଘନ ମାମଲା ରୁଜୁ କରାଯିବ। ସେହିପରି ଶୁଦ୍ଧିକ୍ରିୟାରେ ସର୍ବାଧିକ ୨୦ ଜଣ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦଙ୍କ ପାଇଁ ସବୁ ଜଳାଞ୍ଜଳି

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ଗୋବିନ୍ଦଙ୍କ ପାଇଁ ସବୁ ଲକ୍ଷ୍ମଣରେଖାକୁ ଡେଇଁଥିଲେ ସରକାରୀ ବାବୁମାନେ। କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ (ସିଏଜି)ଙ୍କ ଆପତ୍ତି ସତ୍ତ୍ୱେ ଗୋବିନ୍ଦଙ୍କ ଶିକ୍ଷାନୁଷ୍ଠାନକୁ ଅଜାଡ଼ି ଚାଲିଥିଲେ...

ରାଜ୍ୟରେ ବଢ଼ିଚାଲିଛି ମହିଳା ବିରୋଧୀ ହିଂସା, କେବେ ପ୍ରତିଷ୍ଠା ହେବ ଫାଷ୍ଟଟ୍ରାକ୍‌ କୋର୍ଟ: ଭାଜପା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଅପରାଧୀଙ୍କର ପୋଲିସ ପ୍ରତି ଆଉ ଭୟ ନାହିଁ। ଏସବୁ ହିଂସାର ବିଚାର ପାଇଁ...

କଳିଙ୍ଗରେ ଆଜି ଇଣ୍ଡିଆନ ଗ୍ରାଁ ପ୍ରି-୩

ଭୁବନେଶ୍ୱର, ୨୧।୫(କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଆଥଲେଟିକ୍ସର ଆଉ ଏକ ବଡ଼ ପ୍ରତିଯୋଗିତା। ରାଜ୍ୟ ସରକାର ୨୦୧୭ରେ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ...

CORONAVIRUS UPDATE: ନୂଆ ୩ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା, ଅଛନ୍ତି ୨ ପୁରୁଷ, ଜଣେ ଯୁବତୀ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ୩ ନୂଆ କରୋନା ପଜିଟିଭ୍‌ଙ୍କ ତଥ୍ୟ ମିଳିଛି। ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ,...

ନିରାଡ଼ମ୍ବରରେ ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ ଅଫିସ,୧୧।୧୦: ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ମଙ୍ଗଳବାର ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂର୍ଯ୍ୟବଂଶୀ ସୂରଜ...

ରାଜ୍ୟରେ ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୪୨, ବରଗଡରୁ...

ବର୍ଷାଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ: ନଭେମ୍ବର ୨ ସୁଦ୍ଧା ଫେରାଇବେ ଶାଶୁଘର ଚାବି

କଟକ ଅଫିସ,୨୮ା୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ସୁଦ୍ଧା ଶାଶୁଘର ଚାବି ଫେରସ୍ତ କରିବାକୁ କୋର୍ଟ...

ସଫା ଆଳରେ ସୁନାଗହଣା ଲୁଟ୍‌

ଧାମନଗର,୨୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପଳିକିରି ମେଳଣଡିହି ଗ୍ରାମର ଆରତି ଦାସ ନାମ୍ନୀ ଜଣେ ମହିଳାଙ୍କଠାରୁ ସଫା ଆଳରେ ସୁନାଗହଣା ଲୁଟ୍‌ ହୋଇଥିବା ଧାମନଗର...

Advertisement
Archives

Model This Week