ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା

ଭୁବନେଶ୍ୱର,୧୦।୨(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏ ନେଇ ଗୁରୁବାର ସର୍କିଟ ହାଉସ୍‌ରେ ବସିବ ସର୍ବଦଳୀୟ ବୈଠକ । ଏଡିଏମ୍‌ଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ବୈଠକରେ ନିର୍ବାଚନ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।

ସେପଟେ ଆଜି ମଧ୍ୟ ପ୍ରାଥମିକ ଭୋଟର ତାଲିକା ମଧ୍ୟ ପ୍ରକାଶ ପାଇବ । ବିଏମ୍‌ସି ମୁଖ୍ୟ କାର୍ଯ୍ୟାଳୟ, ଏଡିଏମଙ୍କ କାର୍ଯ୍ୟାଳୟ ସମେତ ୬୭ ୱାର୍ଡରେ ଏହି ତାଲିକା ପ୍ରକାଶ ପାଇବ। ଚଳିତ ବର୍ଷ ରାଜଧାନୀରେ ମୋଟ୍‌ ୭ ଲକ୍ଷ ୨୭ ହଜାର ୪୫୬ ଭୋଟର ତାଲିକାରେ ସ୍ଥାନ ପାଇଛନ୍ତି । ଶୁକ୍ରବାର ଡ୍ରାଫ୍ଟ ବୁଥ ଲିଷ୍ଟ ଏବଂ ପ୍ରେସ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri