ସମ୍ପତ୍ତି ତାଲିକା ଦାଖଲ ସମୟ ଜୁନ୍‌ ୩୦କୁ ଘୁଞ୍ଚିଲା

ଭୁବନେଶ୍ୱର,୧।୫(ବ୍ୟୁରୋ)” ରାଜ୍ୟ ସରକାର କର୍ମଚାରୀମାନଙ୍କର ସମ୍ପତ୍ତି ତାଲିକା ଦାଖଲ ସମୟ ସୀମାକୁ ଜୁନ୍‌ ୩୦ ଯାଏ ବୃଦ୍ଧି କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସମସ୍ତ ବିଭାଗ, ରାଜସ୍ବ କମିଶନର ଏବଂ ଜିଲାପାଳମାନଙ୍କୁ ଜଣାଇ ଦିଆଯାଇଛି। ୨୦୨୦ ଏପ୍ରିଲ ପହିଲାରୁ ୨୦୨୦ ଡିସେମ୍ବର ୩୧ ଯାଏ ସରକାରୀ କର୍ମଚାରୀମାନେ ସେମାନଙ୍କର ସମ୍ପତ୍ତି ତାଲିକା ୨୦୨୧ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଦାଖଲ କରିବା କଥା। କରୋନା ସଂକ୍ରମଣକୁ ଦେଖି ଏପ୍ରିଲ ୩୦ ଯାଏ ସମୟ ଧାର୍ଯ୍ୟ କରାଯାଇଥିଲା। ଏଥିସହିତ ଭିନ୍ନକ୍ଷମ ଏବଂ ଗର୍ଭବତୀଙ୍କୁ ଅଫିସକୁ ନ ଆସିବାକୁ ନିର୍ଦ୍ଦେଶନାମା ଜାରି କରାଯିବା ସହ ଜରୁରୀ ସମୟରେ ମୋବାଇଲ ମାଧ୍ୟମରେ ଯୋଗାଯୋଗରେ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri