ଖେଳୁଖେଳୁ ଚାଲିଗଲା ୨ ନିଷ୍ପାପ ଶିଶୁଙ୍କ ଜୀବନ

ପାରାଦୀପ,୬।୧୦(ସ୍ବ.ପ୍ର.): ଖେଳୁ ଖେଳୁ ଚାଲିଗଲା ୨ ନିଷ୍ପାପ ଜୀବନ। ବୁଧବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲା ପାରାଦୀପ ଲକପଡ଼ା ବସ୍ତିରେ। ଘର ନିକଟ କେନାଲ ବନ୍ଧ ନିକଟରେ ଖେଳିବା ସମୟରେ ସେମାନେ ପାଣିରେ ବୁଡ଼ି ଯାଇଥିଲେ। ମୃତ ଶିଶୁଦ୍ୱୟ ହେଲେ ବସ୍ତିର ବୁଦ୍ଧଦେବ ଦାସଙ୍କ ଝିଅ ସଙ୍ଗୀତା ଓ ନୃସିଂହ ମିସ୍ତ୍ରୀଙ୍କ ପୁଅ ଜିତେନ୍ଦ୍ର। ସେମାନଙ୍କ ମଧ୍ୟରେ ଜଣେ ଝିଅ ଥିବା ବେଳେ ଜଣେ ପୁଅ ରହିଛନ୍ତି। ଉଭୟଙ୍କ ବୟସ ୪ ବର୍ଷ ।
ଉଭୟ ଶିଶୁ ଆଜି ସକାଳେ ବସ୍ତି ନିକଟ କେନାଲ ବନ୍ଧରେ ଖେଳୁଥିଲେ। ମାତ୍ର ଅସାବଧାନତା ହେତୁ ପାଣି ଭିତରକୁ ଖସି ପଡିଥିଲେ। ସ୍ଥାନୀୟ ଲୋକେ ଦେଖି ଉଭୟଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଅଠରବାଙ୍କି ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ଘଟଣା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବର୍ଜନା ପରିଚାଳନା ପ୍ରକଳ୍ପ ନିର୍ମାଣକୁ ବିରୋଧ: ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୩।୨(ସ୍ବ.ପ୍ର.) : କେନ୍ଦୁଝର ପୋରାଞ୍ଚଳ ଅଧିନସ୍ଥ କୃଷକ ବଜାର ନିକଟରେ ମଇଳା ଆବର୍ଜନା ପରିଚାଳନା ପ୍ରକଳ୍ପ ନିିର୍ମାଣ ନେଇ ବିରୋଧ ଜୋରଦାର ହୋଇଛି। ସୋମବାର ପ୍ରକଳ୍ପ...

ହିନ୍ଦୋଳରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ

ହିନ୍ଦୋଳ, ୨୩।୮(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରlସୋଳ ଥାନା କାରନ୍ଦା କେଳା ଟାଙ୍ଗର ସାହିରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଜଣଙ୍କ...

ପିପିଲି ଉପନିର୍ବାଚନ: ଦିନ ୩ଟା ସୁଦ୍ଧା ୫୯.୭୨% ମତଦାନ

ପୁରୀ ଅଫିସ,୩୦।୯: ପିପିଲି ଉପନିର୍ବାଚନକୁ ନେଇ ଗୁରୁବାର ମତଦାନ ଜାରି ରହିଛି। ଦିନ ୩ଟା ସୁଦ୍ଧା ୫୯.୭୨% ମତଦାନ ହୋଇଛି। ପୂର୍ବରୁ ସକାଳ ୯ଟା ସୁଦ୍ଧା...

ବିଦ୍ୟୁତ୍‌ ତାର ଲାଗି ଶ୍ରମିକଙ୍କ ମୃତ୍ୟୁ, ରାସ୍ତାରୋକୋ

ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଧାମନଗର,୧୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ନାବାଳିକା ଜଣକ ଟ୍ୟୁସନରୁ ଫେରୁଥିବା ବେଳେ ଉକ୍ତ...

ଅସୁରକ୍ଷିତ ବନ୍ୟପ୍ରାଣୀ, ଅସହାୟ ବନ ବିଭାଗ

ଢେଙ୍କାନାଳ ଅଫିସ, ୧୪।୨: ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲ, ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଐତିହ୍ୟ ପ୍ରାଣୀ ହାତୀ ସମେତ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡ଼ିଛନ୍ତି। କନ୍ଧରା...

କଡ଼ା ସୁରକ୍ଷା ମଧ୍ୟରେ କ୍ୱାରାଣ୍ଟାଇନ୍‌ରେ ରହିଲେ ୧୧୪ ଜଣ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ଥିବା ଆଦର୍ଶ ବିଦ୍ୟାଳୟକୁ ବୁଧବାର ବିଳମ୍ବିତ ରାତିରେ ସୁରଟରୁ ଆସିଥିବା ଦୁଇଟି ବସ ଯୋଗେ...

କଳିଙ୍ଗା ଘାଟିରେ ଡକାୟତି: କାର୍‌ ମାଲିକଙ୍କୁ ଆକ୍ରମଣ କରି ଲୁଟ୍‌

ଜି.ଉଦୟଗିରି/ଶଙ୍କରାଖୋଲ,୩୧ା୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କଳିଙ୍ଗା ଘାଟିରେ ଶନିବାର ରାତିରେ ଦୁର୍ବୃତ୍ତମାନେ ଏକ କାର୍‌କୁ ଅଟକାଇ ମାଲିକଙ୍କୁ ଆକ୍ରମଣ କରିବା ସହ ଟଙ୍କା ଓ...

Advertisement
Archives

Model This Week