ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ ର ରାମଚନ୍ଦ୍ର ରାଉତ ବୋଲି ଜଣାପଡିଛି।
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ ର ରାମଚନ୍ଦ୍ର ରାଉତ ବୋଲି ଜଣାପଡିଛି।
ଛତ୍ରପୁର,୪ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ସ୍ଥଳୀୟ ଅନୁଧ୍ୟାନ କରିଛି ୮ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ।…
ଅକଲାଣ୍ଡ,୪।୧୧: ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳ ହେଲେ ରୋମାଞ୍ଚ ସହ ହାଇଭୋଲଟେଜ୍ ଡ୍ରାମା ଦେଖିବାକୁ ମିଳେ । କ୍ରିକେଟ୍ ପରେ ଏବେ ବକ୍ସିଂ ରିଙ୍ଗ୍ରେ ଦୁଇ…
ବଲାଙ୍ଗୀର,୪ା୧୧(ସୁନିଲ କୁମାର ମହାନ୍ତି): ନଭେମ୍ବର ୧ ତାରିଖ ରାତିରେ ସ୍କୁଟିରେ ରାସ୍ତାରେ ଆସୁଥିବା ଦମ୍ପତିଙ୍କଠାରୁ ଚେନ୍ ଲୁଟ୍ କରି ଫେରାର ମାରିଥିଲେ ଲୁଟେରା। ବଲାଙ୍ଗୀର ସହର ତାଲପାଲି…
ନୂଆଦିଲ୍ଲୀ,୪।୧୧: ରିଲାଏନ୍ସ ଜିଓ ନିଜର କୋଟି କୋଟି ଗ୍ରାହକଙ୍କ ପାଇଁ ଏକ ଶସ୍ତା ଓ ଆକର୍ଷଣୀୟ ଅଫର ନେଇ ଆସିଛି। କମ୍ପାନୀ ମାତ୍ର ୧୫ ଟଙ୍କାରେ ଅନ୍ଲିମିଟେଡ୍…
ନୂଆଦିଲ୍ଲୀ,୪।୧୧: ‘ପଗଳୁ’ ଶବ୍ଦକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ନିଜ ଅନ୍ଦାଜରେ ଜବାବ ରଖିଛନ୍ତି AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି। ସେ କହିଛନ୍ତି, “ମୁଁ ସ୍ତ୍ରୀ ପାଗଳ।…
ବୈଦିକ ଜ୍ୟୋତିଷରେ ଶନିଙ୍କୁ ନ୍ୟାୟର ଦେବତା ଏବଂ କର୍ମଫଳଦାତା ବୋଲି ବିବେଚନା କରାଯାଇଥାଏ। କୁହାଯାଏ ଯେଉଁମାନେ ଯେପରି କର୍ମ କରନ୍ତି, ଶନି ସେମାନଙ୍କୁ ସେହି ଅନୁସାରେ ଫଳ…
ପୁରୁଷୋତ୍ତମପୁର,୪।୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ଋଷିକୁଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟାରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏହି ବନ୍ୟା ବିପର୍ଯ୍ୟୟର ବାସ୍ତବ…
ଭୁବନେଶ୍ୱର,୪ା୧୧: କୋଟିଆକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳନେତା ନବୀନ ପଟ୍ଟନାୟକ। ୨୦୨୪ ଭାଜପାର ଇସ୍ତାହାର ମନେ…