ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ

ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ ର ରାମଚନ୍ଦ୍ର ରାଉତ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୮ ଗିରଫ

ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ପୋଲିସ ବୁଧିଆପାଲିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଚଢ଼ାଉରେ ଜୁଆଖେଳରେ ବ୍ୟବହୃତ ସାମଗ୍ରୀ ସହିତ...

କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା ହେଲା ପାତ୍ରପୁର,ସାମନ୍ତିଆପଲ୍ଲୀ

ପାତ୍ରପୁର,୧୮ା୬(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ୍‌ ହେଡ଼କ୍ୱାର୍ଟର ପାତ୍ରପୁର ଗ୍ରାମରେ ୩ଦେକାନୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ପାତ୍ରପୁର ବ୍ଲକ ପ୍ରଶାସନ ଜିଲାପାଳଙ୍କୁ...

କଟକରୁ ଆଜି ୧୪୭ ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୫୭

କଟକ ଅଫିସ,୩୧।୮-କଟକ ସହରରୁ ସୋମବାର ଆଉ ୧୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୭ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ୫୭...

ଟ୍ରେଲର ଧକ୍କାରେ ନାବାଳିକା ମୃତ: ୨୬ ନଂ. ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ନୁନ୍‌ମାଠ ନିକଟ ୨୬ ନଂ. ଜାତୀୟ ରାଜପଥ ପାରହେଉଥିବା ବେଳେ ଜଣେ ନାବାଳିକାଙ୍କ ଉପରେ ଲାଞ୍ଜିଗଡ଼ସ୍ଥିତ  ଏକ...

ବେଆଇନ ପଥର ବ୍ଲାଷ୍ଟିଂ: ଭାଙ୍ଗିଲା ଘରର ଆଜ୍‌ବେଷ୍ଟସ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି। ତେବେ ରାସ୍ତା...

ଡ୍ରେସ କୋଡ ପରିବର୍ତ୍ତନ ନେଇ ଅସନ୍ତୋଷ : ଜିଲାପାଳଙ୍କୁ ଭେଟିଲେ ଛାତ୍ର ପ୍ରତିନିଧି ଦଳ

ଭବାନୀପାଟଣା,୧୧।୮(ଡି.ଏନ.ଏ.) ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ଶନିବାର ଛାତ୍ର ପ୍ରତିନିଧି ଦଳ କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦଙ୍କୁ ସାକ୍ଷାତ...

ଜରୁରୀ ସେବାରେ ନିୟୋଜିତ ପୋଲିସଙ୍କୁ ସମ୍ମାନ: ଉତ୍ପାଦିତ କ୍ଷୀର ପୋଲିସକୁ ପ୍ରଦାନ କଲେ ଗୋପାଳ

ବନ୍ତ,୨୭ା୩(ଡି.ଏନ୍‌.ଏ.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଏଭଳି ପରିସ୍ଥିତିରେ ଜରୁରୀ...

କଲରାପତରିଆ ବାଘଛାଲ ଜବତ: ୪ ଗିରଫ

ଦେବଗଡ଼/ରିଆମାଳ, ୨୨ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର...

Advertisement


Archives

Model This Week