ଟ୍ରେନ୍‌ରେ କଟି ରେଳ କର୍ମଚାରୀଙ୍କ ଜୀବନ ଗଲା

ବାଲେଶ୍ୱର ଅଫିସ,୨୮ା୮: ବାଲେଶ୍ୱର ଜିଲାର ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ଜଳେଶ୍ୱର ରେଳ ଷ୍ଟେଶନରେ କାର୍ଯ୍ୟ କରୁଥିବା ରେଳ କର୍ମଚାରୀ ବାବୁଲାଲ୍‌ ହେମ୍ରମଙ୍କର ଟ୍ରେନରେ କଟି ଜୀବନ ଯାଇଛି। ବାବୁଲାଲ ସିନିଅର ସେକ୍ସନ ଇଞ୍ଜିନିୟର ସିଗ୍‌ନାଲ ବିଭାଗ, ଜଳେଶ୍ୱର ଷ୍ଟେଶନରେ କାର୍ଯ୍ୟ କରୁଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବିଭାଗୀୟ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବୁଳିଆ ଚିଲିକା କୂଳରେ ମୃତ ଡଲ୍‌ଫିନ୍‌

ରମ୍ଭା,୧୯।୧: ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ସାବୁଳିଆ ନିକଟ ଚିଲିକା କୂଳରେ ମଙ୍ଗଳବାର ଏକ ମୃତ ଡଲ୍‌ଫିନ୍‌ ଭାସୁଥିବା ଦେଖିବାକୁ ମିଳିଛି। ଡଲଫିନ୍‌ର ଲମ୍ବ ୫...

ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ମିଳୁନି: ଏନ୍‌ଟିପିସିର ୪, ଟିଟିପିଏସ୍‌ର ୫ ୟୁନିଟ୍‌ ବନ୍ଦ

ତାଳଚେର,୪ା୮ (ନି.ପ୍ର.)-ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଜାରି ରହିଥିବା ଆନ୍ଦୋଳନ ଯୋଗୁ ତାଳଚେର କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଏହାର...

ବସ୍‌ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ

ଠାକୁରମୁଣ୍ଡା,୧୬ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ- ଖିଚିଂ ରାସ୍ତାର କାଶିଆ ଜଙ୍ଗଲ ନିକଟରେ ମଙ୍ଗଳବାର ଏକ ବସ୍‌ ଧକ୍କାରେ ୨ ବାଇକ ଅରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ...

ବସିବ ରଥଯାତ୍ରା ପ୍ରସ୍ତୁତି ସମନ୍ବୟ ବୈଠକ, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୮।୬: ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା...

ନୟାଗଡ଼ ନାବାଳିକା ହତ୍ୟା ମାମଲା: ନାର୍କୋ ଟେଷ୍ଟ ଲାଗି ଅମଙ୍ଗ ହେଲେ ନାବାଳକ ଅଭିଯୁକ୍ତ

ନୟାଗଡ଼ ଅଫିସ,୮।୧: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଏସ୍‌ଆଇଟି ପକ୍ଷରୁ ହାଜର କରାଯାଇଥିଲା। ପୂର୍ବରୁ ଏସଆଇଟି ଆବେଦନ...

୩ ଲକ୍ଷରୁ ଊର୍ଦ୍ଧ୍ୱ ଜଳବନ୍ଦୀ

କେନ୍ଦ୍ରାପଡା ଅଫିସ,୩୧।୮: କେନ୍ଦ୍ରାପଡା ଜିଲାରେ ପ୍ରବାହିତ ବିରୂପା, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ବନ୍ୟା ଜଳସ୍ତର କମିଛି। ମାତ୍ର ଏହା ପ୍ରଭାବରେ ୨୦୩ ଗ୍ରାମର ୩...

ବନ୍ଧୁକରୁ ଗୁଳି ଫୁଟି ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାଠାରୁ ମାତ୍ର ୨ଶହ ମିଟର ଦୂର ପଞ୍ଚାୟତ କାର୍ଯ୍ୟାଳୟଏବଂ ବ୍ଲକ କାର୍ଯ୍ୟାଳୟ ନିକଟରେ ବନ୍ଧୁକରୁ ଗୁଳି ଫୁଟି ଜଣେ ଯୁବକ...

ରେଳଧାରଣାରେ କଟି ଦାଦନ ମୃତ : ପରିବାରକୁ ସହାୟତାର ହାତ ବଢ଼ାଇଲା ଜିଲା ପ୍ରଶାସନ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହିର ଦିବାକର ହରିଜନ (୩୫) ଅଗଷ୍ଟ ୩ ତାରିଖ ଦାଦନ ଘଟିବାକୁ ଟ୍ରେନ ଯୋଗେ ଗୁଜୁରାଟ ଯାଉଥିଲେ।...

Advertisement
Archives

Model This Week