ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରୁଛନ୍ତି ମହାପ୍ରଭୁ: ଘଣ୍ଟନାଦରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୧୧।୬(ଅଜିତ ମହାନ୍ତି): ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବୁଧବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିଛନ୍ତି। ଏଥିପାଇଁ ସ୍ନାନବେଦି ସଜେଇ ହୋଇଛି। ଘଣ୍ଟନାଦରେ ଶ୍ରୀକ୍ଷେତ୍ର କମ୍ପୁଛି। ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର ଲୋକାରଣ୍ୟ ହୋଇଛି। ଦିବ୍ୟ ସ୍ନାନ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ସହ ଭକ୍ତଙ୍କୁ ଦୁର୍ଲଭ ହାତୀବେଶରେ ଦର୍ଶନ ଦେବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ଆଇନଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର ୪.୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରେ ଧାଡ଼ି ପହଣ୍ଡି କରାଯାଇଥିଲା। ସକାଳ ୯ଟାରେ ମଙ୍ଗଳଆଳତି ପରେ ଅନ୍ୟାନ୍ୟ ନୀତି ହେବ। ଅପରାହ୍ନ ୩ଟା ୩୦ରେ ଛେରାପହଁରା, ୪ଟା ୩୦ରେ ହାତୀବେଶ ଅନୁଷ୍ଠିତ ହେବ। ରାତି ୧୧ଟାରେ ହାତୀବେଶ ମଇଲମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅପମିଶ୍ରିତ ନିଶା ଦ୍ରବ୍ୟ ବିରୋଧରେ …

ଥୁଆମୂଳ ରାମପୁର,୨୩ା୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ସଭା ଗୃହଠାରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ନିଶାଦ୍ରବ୍ୟ ତଥା...

ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…

ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ...

ଭାରତୀୟ ସେନାକୁ DRDO ଦ୍ୱାରା ବିକଶିତ ୪.୨୫ ଲକ୍ଷ CQB କାର୍ବାଇନ ଯୋଗାଇବ ଏହି କମ୍ପାନୀ, ଜିତିଲା ବିଡ୍

ନୂଆଦିଲ୍ଲୀ,୨୩।୬: ଭାରତୀୟ ସେନାର ଆଧୁନିକୀକରଣ ଏବଂ ‘ଆତ୍ମନିର୍ଭର ଭାରତ’ ଅଭିଯାନକୁ ଆହୁରି ମଜବୁତ କରି ରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ...

ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା...

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ବର୍ଷା, ଫୁଲିଲାଣି ଗୁମାଡ଼ି , ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡି,୨୩।୬(ଅରୁଣ ସାହୁ):  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ସୋମବାର ଭୋର ସମୟରୁ ପ୍ରବଳ ବର୍ଷା ଜାରିରହିଛି। ଫଳରେ ଅଞ୍ଚଳରେ ବୋହିଯାଉଥିବା ଏକାଧିକ ନଦୀରେ ଜଳସ୍ତର...

ଯୁବପିଢ଼ିଙ୍କୁ ପଛରେ ପକାଇଦେବେ ୮୦ ବର୍ଷୀୟା ବୃଦ୍ଧା, ଶାଢ଼ି ପିନ୍ଧି ଚଲାଇଲେ ଟ୍ରାକ୍ଟର, ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ପୁଣିଥରେ ଏକ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ୮୦ ବର୍ଷୀୟା ବୃଦ୍ଧା ତାଙ୍କ ବୟସକୁ ପଛରେ ପକାଇବା ସହ ଆଜିର...

ଅପରେଶନ ପରେ କେମିତି ଅଛନ୍ତି ନବୀନ: ବଡ଼ ଭାଇ ପ୍ରେମ ପଟ୍ଟନାୟକ କହିଲେ…

ଭୁବନେଶ୍ୱର,୨୩।୬: ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, କହିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ। ଅପରେଶନ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରେମ୍‌।...

ପୁରାତନ କଳା-ସଂସ୍କୃତି-ପରମ୍ପରାରେ ହେବ ରଥଯାତ୍ରା, ୨୭ରେ ରଥଟଣା

ଧର୍ମଶାଳା,୨୩ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଆସନ୍ତା ୨୭ ତାରିଖରେ ଏକାଦଶ ବାର୍ଷିକ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri