Posted inଫୁରସତ

ନୂଆ ସିନେମା ବୁଲନ୍‌ ଦାଶଙ୍କ ପ୍ରେମ କାହାଣୀ

ପ୍ରେମରେ ଅନେକ ନୂଆ ନୂଆ ଜିନିଷ ଦେଖିବାକୁ ମିଳିଥାଏ। ଠିକ୍‌ ସେମିତି ନିଜ ପ୍ରେମର ଆଶାକୁ ସଫଳ କରିବାକୁ ବୁଲନ୍‌ ଦାଶ ନିଜକୁ ମାନସିକ ସ୍ତରରେ ପ୍ରସ୍ତୁତ କରିନେଇଛି। ଯେତେ ବାଧାବିଘ୍ନ ଆସିଲେ ମଧ୍ୟ ତାହାକୁ ସାମ୍‌ନା କରିବାକୁ ସେ ତୟାର। ନିଜକୁ ଜଣେ ସଫଳ ପ୍ରେମିକ ଭାବରେ ପରିଚିତ କରାଇବାକୁ ସେ ପଣ କରିଛି। ଅନ୍ୟମାନଙ୍କ ମୁହଁରେ ଖୁସି ଦେଖିବାକୁ ବୁଲନ୍‌ ସବୁବେଳେ ଚେଷ୍ଟା କରିଥାଏ। ଏପରି ବିଷୟବସ୍ତୁକୁ ନେଇ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ବୁଲନ୍‌ ଦାଶଙ୍କ ପ୍ରେମ କାହାଣୀ’। ଏହାର ପ୍ରଯୋଜନା କରିବା ସହ ଚିତ୍ରନାଟ୍ୟ ରଚନା ଏବଂ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି ପରମେଶ୍ୱର ଦାଶ (ବୁଲନ୍‌ ଭାଇ)। ଉକ୍ତ ସିନେମାର ଅନ୍ୟତମ ପ୍ରଯୋଜକ ଅଛନ୍ତି ‘ମନ ମୋର କାଗଜଗୁଡି’ର ପ୍ରଯୋଜନା କରିଥିବା ବିବେକାନନ୍ଦ ବାରିକ। ମା’ ବିରଜା ପ୍ରଡକ୍ସନ ବ୍ୟାନରରେ ଏହାର କଳାକାର ଚୟନ ପ୍ରକ୍ରିୟା ଚାଲୁ ରହିଛି ଏବଂ ଖୁବ୍‌ ଶୀଘ୍ର ଶୁଟିଂ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ନିର୍ଦ୍ଦେଶକ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିକୁ ଡରି ୬୫ ବର୍ଷ ହେବ ଗାଧୋଇନାହାନ୍ତି ଏହି ବ୍ୟକ୍ତି

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଇରାନ୍‌ ନିବାସୀ ୮୦ ବର୍ଷୀୟ ଅମୁ ହାଜୀ ଆଜକୁ ୬୫ ବର୍ଷ ହେବ ସ୍ନାନ...

ଜ୍ୱାଇଁଙ୍କୁ ସ୍ବାଗତ କରିବାକୁ ପରିବାର ପକ୍ଷରୁ ପରଷାଗଲା ୧୭୩ ପ୍ରକାର ଖାଦ୍ୟ: ପ୍ରସ୍ତୁତି ପାଇଁ ଲାଗିଲା ୪ଦିନ

ହାଇଦ୍ରାବାଦ,୧୭।୧: ଝିଅର ସ୍ବାମୀ ଅର୍ଥାତ୍‌ ଜ୍ୱାଇଙ୍କର ଆତିଥ୍ୟ ଏବଂ ସମ୍ମାନ ଭାରତୀୟ ପରିବାରରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ଉତ୍ତର ହେଉ କି ଦକ୍ଷିଣ କିମ୍ବା...

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...

ବିନା ଚାଳକରେ ରାସ୍ତାରେ ଗଡୁଛି ବାଇକ୍‌, ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହୋଇଥାଏ। କିଛି ଭିଡିଓ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ...

କ୍ଷୀର ଦେଲା ନାହିଁ ମଇଁଷି, ଥାନାକୁ ଗଲେ ମାଲିକ:ଆଉ ତା’ପରେ…

ଭୋପାଳ,୧୫।୧୧: ମଧ୍ୟ ପ୍ରଦେଶର ଭିଣ୍ଡ୍‌ ଜିଲାରେ ଏକ ରୋଚକ ଘଟଣା ଘଟିଛି। ମଇଁଷି କ୍ଷୀର ନ ଦେବାରୁ ମାଲିକ ଥାନାରେ ପହଞ୍ଚିଛନ୍ତି। ଯାଦୁକର ପ୍ରଭାବରେ ମଇଁଷି...

ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…

ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ।...

ଇଲ୍‌କୁ ଗିଳୁଛି ମାଛ, ଦେଖନ୍ତୁ ପୂରା ଭିଡିଓ

ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଲୋକେ ଖୁବ୍‌ ପସନ୍ଦ କରିଛନ୍ତି। ଭିଡିଓରେ ଏକ ମାଛ ଗୋଟିଏ ବଡ଼ ଇଲ୍‌କୁ ଗିଳୁଛି।...

କିସ୍‌ ଡେ’: ଚୁମ୍ବନ ସୂଚାଏ…

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା...

Advertisement
Archives

Model This Week