ପ୍ରେମିକାଙ୍କ ସହ ୬ ଜଣଙ୍କୁ ବୀଭତ୍ସ ହତ୍ୟା କଲେ ପ୍ରେମିକ

ଥିରୁଭାନନ୍ତପୁରମ୍‌,୨୫ା୨: କେରଳର ଥିରୁଭାନନ୍ତପୁରମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ପ୍ରେମିକା ସହ ନିଜ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି ଯୁବକ। ହାତୁଡ଼ିରେ ପିଟି ଚାପଡ଼ରେ ହାଣି ମାରିଦେଇଛନ୍ତି ୨୩ ବର୍ଷୀୟ ଯୁବକ। ନିଜ ମା’, ଜେଜେ ମା’, ନାବାଳକ ଭାଇ, ଦାଦା, ଉଭଣୀଙ୍କ ସହ ପ୍ରେମିକାଙ୍କୁ ହତ୍ୟା କରିଦେଇଛନ୍ତି। ହତ୍ୟା ପରେ ଥାନାରେ ଯୁବକ ଆତ୍ମସମର୍ପଣ କରିଛନ୍ତି। ବ୍ୟବସାୟରେ କ୍ଷତି ଯୋଗୁ ଅତ୍ୟଧିକ ଋଣ କରିଥିଲେ ଯୁବକ। ଋଣ ଶୁଝିବାକୁ ପରିବାର ଲୋକେ ରାଜି ନ ହେବାରୁ ହତ୍ୟା କରିଥିବା ପୋଲିସକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri