ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ

ଦେବଗଡ଼,୧୯ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଆଉଁଳି ଗ୍ରାମରୁ ଶୁକ୍ରବାର ପ୍ରେମୀଯୁଗଳଙ୍କ ମୃତଦେହ ଜବତ କରାଯାଇଛି। ଏକ ମହୁଲ ଗଛରେ ରଶି ଲଗାଇ ଏହି ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ବେଳେ ଶୁକ୍ରବାର ସକାଳୁ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ମୃତ ଯୁବକ ଆଉଁଳି ଗ୍ରାମର ଆଲୋକ ବେହେରା ହୋଇଥିବା ବେଳେ ଯୁବତୀ ଜଣକ ଅନୁଗୋଳ ଜିଲା ବଡଗୁଣ୍ଡୁରି ଗ୍ରାମର ବୋଲି ଜଣାପଡ଼ିଛି। ଗୁରୁବାର ଆଲୋକଙ୍କ ସହିତ ଯୁବତୀ ଜଣକ ଆଉଁଳି ଗ୍ରାମକୁ ଆସିଥିଲେ। ମାତ୍ର କେଉଁ କାରଣରୁ ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇନାହିଁ । ସେପଟେ ଖବର ପାଇ କୁଣ୍ଢେଇଗୋଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କୁ ଖୁବ୍‌ଶୀଘ୍ର ଟିକା

ଭୁବନେଶ୍ୱର, ୨ା୭(ବ୍ୟୁରୋ):ରାଜ୍ୟରେ ଏଣିକି ଗର୍ଭବତୀଙ୍କୁ ଦିଆଯିବ ଟିକା। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗର୍ଭବତୀଙ୍କୁ ଟିକାକରଣ...

ଅସ୍ଥିଶଲ୍ୟ ବିଭାଗରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଭେଟି ଅଭିଯୋଗ କଲେ ଛାତ୍ରନେତା

ବାଲେଶ୍ୱର ଅଫିସ, ୧୦।୭- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅସ୍ଥିଶଲ୍ୟ ବିଭାଗରେ ଜଣେ ରୋଗୀଙ୍କୁ ତ୍ରୁଟିପୂର୍ଣ୍ଣ ଚିକତ୍ସା କରାଯିବା ଘଟଣା ନେଇ ଅତିରିକ୍ତ ଜିଲା ମୁଖ୍ୟ...

ଆଖିବୁଜିଲେ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନି

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ଓଡ଼ିଶା ଫିଲ୍ମ ଇଣ୍ଡଷ୍ଟ୍ରିର ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘ...

ବଳାତ୍କାର ପୀଡ଼ିତାଙ୍କ ସନ୍ଦେହଜନକ ମୃତ୍ୟୁ

କୁତ୍ରା, ୧୬।୬(ଡି.ଏନ୍‌.ଏ)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ନୂଆଗାଁ ଅଞ୍ଚଳରେ ବଳାତ୍କାର ଶିକାର ହୋଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାବେଳେ...

ବିଦ୍ୟାଳୟ ଅନୁଦାନ ପାଣ୍ଠି ହଡ଼ପ ଅଭିଯୋଗ: ତଦନ୍ତ କଲା ଶିକ୍ଷା ବିଭାଗ

ରୂପସା,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡ଼ପଡା ପଞ୍ଚାୟତ ଅନ୍ତର୍ଗତ ବାଖରବାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସରକାରୀ ଅନୁଦାନ ପାଣ୍ଠି ବିନିଯୋଗରେ ବ୍ୟାପକ ଅନିୟମିତତା ହୋଇଥିବା...

୩ ଦୋକାନ ସିଲ୍‌, ୩୫ ବାଇକ୍‌ ଜବତ: ୨୨ ଜଣଙ୍କ ନାଁରେ ମାମଲା

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁର ମୁକାବିଲା ଲାଗି ସରକାର କଟକଣା ଜାରି କରିଛନ୍ତି। ଏପ୍ରିଲ ୧୪ ପର୍ଯ୍ୟନ୍ତ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ନିୟମ...

ଆରମ୍ଭରୁ ସାର ଅଭାବ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲାରେ ରବି ଚାଷକାମ ଜୋର୍‌ ଧରିଛି। ଅଧିକାଂଶ ସ୍ଥାନରେ ଚାଷୀମାନେ ତଳିପକା, ଧାନ ବୁଣା ସାରିଦେଲେଣି। କେତେକ ସ୍ଥାନରେ ରୁଆକାର୍ଯ୍ୟ ମଧ୍ୟ...

କଳା, କଳାକାରଙ୍କ କଥା କହିବେ ବୋସ୍‌ କ୍ରିଷ୍ଣାଚାରୀ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ ଫେବୃୟାରୀ ୭ରୁ ୯ ଯାଏ ଆୟୋଜିତ ହେବ କଳା ଓ କଳାକାର ଆଧାରିତ ତ୍ରୟୋଦଶ...

Advertisement
Archives

Model This Week