ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି। ସେମାନେ ଏକାଠି ଚାଲୁଥିବା ସମୟରେ ହଠାତ୍‌ ଖୁବ୍‌ ଜୋର୍‌ରେ ଏକ ବିଜୁଳି ମାରୁଛି। ଫଳରେ ପ୍ରେମିକଙ୍କ ସାମ୍ନାରେ ଟଳି ପଡୁଛନ୍ତି ପ୍ରେମିକା। ପ୍ରେମିକ ତୁରନ୍ତ ତାଙ୍କ ପାଖକୁ ଦୌଡ଼ି ଆସୁଥିବା ଭିଡିଓରେ ଦେଖିବାକୁ ମିଳୁଛି

ରିପୋର୍ଟ ଅନୁଯାୟୀ, ଏହି ଘଟଣା ଅଗଷ୍ଟ ୨୮ ତାରିଖ ସନ୍ଧ୍ୟାରେ ଘଟିଥିଲା। ବିଜୁଳି ମାରିବା ପରେ ସେ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରମାନେ ତାଙ୍କୁ ପୁନର୍ଜୀବିତ କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ୨୯ ଅଗଷ୍ଟ ସକାଳେ ଦୁର୍ଘଟଣା ଯୋଗୁ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଶେୟାର ହୋଇଥିଲା।

ଘଟଣା ପରେ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା
ଭିଡିଓ କ୍ଲିପ୍‌ରେ ସବୁକିଛି ସ୍ବାଭାବିକ ଦେଖାଯାଉଛି, କିନ୍ତୁ କିଛି ସେକେଣ୍ଡ ମଧ୍ୟରେ ହଠାତ୍‌ ଏକ ଦୁଃଖଦ ଘଟଣା ଘଟୁଛି। ଭିଡିଓ ଦେଖି ଲୋକମାନେ ଦୁଃଖ ପ୍ରକାଶ କରିବା ସହ ଏହାକୁ ଅତ୍ୟନ୍ତ ଭୟଙ୍କର ବୋଲି କହୁଛନ୍ତି।

ଅନେକ ୟୁଜର ପ୍ରେମିକାଙ୍କ ମୃତ୍ୟୁକୁ ଭୟଙ୍କର ବୋଲି କହିବା ସହ ପୂରା ଘଟଣା ଉପରେ ଦୁଃଖ ପ୍ରକାଶ କରିଛନ୍ତି। ଏହି ହଠାତ୍‌ ଦୁର୍ଘଟଣାର ଭିଡିଓ ଦେଖିବା ପରେ ଅନେକ ୟୁଜର୍ସ ଭାବପ୍ରବଣ ମଧ୍ୟ ହୋଇଥିବା ଦେଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?