ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ଆଜି ହିଁ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

 

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ୧୮ଟି ଜିଲାର ଜିଲାପାଳଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମୀକ୍ଷା କରିଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସ୍‌ଆରସି କହିଛନ୍ତି, ୧୭ଟି ଏନ୍‌ଡିଆରଏଫ ଟିମ୍‌, ୨୦ଟି ଓଡ୍ରାଫ ୟୁନିଟ୍‌, ୧୭୫ଟି ଅଗ୍ନିଶମ ଟିମ୍‌ ସଜାଗ ରହିଛି। ଆବଶ୍ୟକ ସ୍ଥଳେ ଅଧିକ ସହାୟତା ପାଇଁ ଏନ୍‌ଡିଆରଏଫ୍‌କୁ କୁହାଯିବ। ଶକ୍ତି ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ, ନଗର ଉନ୍ନୟନ ବିଭାଗ ସହ ଆଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି)...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri