Advertisement
Posted inଜାତୀୟ

୫ ଜୁଲାଇରେ ଚନ୍ଦ୍ରଗ୍ରହଣ

ନୂଆଦିଲ୍ଲୀ, ୨୭।୬: ଜୁଲାଇ ୫ରେ ଚନ୍ଦ୍ରଗ୍ରହଣ ହେବାକୁ ଯାଉଛି। ଏହି ଉପଛାୟା ଚନ୍ଦ୍ରଗ୍ରହଣ ଉତ୍ତର ଆମେରିକା, ଦକ୍ଷିଣ ଆମେରିକା, ୟୁରୋପ ଏବଂ ଆଫ୍ରିକାର କେତେକ ଅଞ୍ଚଳରେ ଦୃଷ୍ଟିଗୋଚର ହେବ। ଏହା ଏସିଆ ମହାଦେଶରେ ଦୃଶ୍ୟମାନହେବ ନାହିଁ। ଏହି ଚନ୍ଦ୍ର ଗ୍ରହଣ ଭାରତରେ ଦୃଶ୍ୟମାନ ନ ହେଉଥିବାରୁ ସୂତକର ଆବଶ୍ୟକତା ନାହିଁ। ଦେବନୀତିରେ କୌଣସି ବାଧା ନାହିଁ ବୋଲି କାଶୀର ଜ୍ୟୋତିଷ ଗଣେଶ ଶର୍ମା କହିଛନ୍ତି। ତେବେ ଗ୍ରହଣପରେ ଘର ସଫା କରାଯାଇପାରେ। ଚନ୍ଦ୍ରଗ୍ରହଣ ପୂର୍ବାହ୍ନ ୮ଟା ୩୮ ମିନିଟରୁ ୧୧ଟା ୨୧ ମିନିଟ ପର୍ଯ୍ୟନ୍ତ ଜାରି ରହିବ। ଗ୍ରହଣର ଅଧିକ ପ୍ରଭାବ ୯ଟା ୫୯ ମିନିଟରେ ଅନୁଭୁତ ହେବ। ଏହି ସମୟରେ ଗର୍ଭବତୀ ମହିଳାମାନେ ବିଶେଷ ସତର୍କ ରହିବାର ଆବଶ୍ୟକତା ରହିଥିବା ଗଣେଶ ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୯ କୋଟି ଲୋକଙ୍କୁ ପ୍ରଦାନ କରାଯାଇଛି ୩୪,୮୦୦ କୋଟିର ପିଏମ୍‌ଜିକେପି ସହାୟତା

ନୂଆଦିଲ୍ଲୀ,୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ କକରାଯାଉଛି। ମେ...

ଦଉଡ଼ି ଡିଆଁ ଖେଳିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୯।୮: କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ରବିବାର ‘ଫିଟ ଇଣ୍ଡିଆ ମୋବାଇଲ ଆପ’ ଲଞ୍ଚ କରିଛନ୍ତି। ଦୁଇ ବର୍ଷର ଫିଟ ଇଣ୍ଡିଆ କାର୍ଯ୍ୟକ୍ରମ ଶେଷ...

ଚଳିତ ବର୍ଷ ମୌସୁମୀ ରହିବ ସ୍ବାଭାବିକ…

ନୂଆଦିଲ୍ଲୀ, ୧୪।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ମୌସୁମୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଏହି ସୂଚନା ସାଧାରଣ ଲୋକଙ୍କ...

ମୋଦିଙ୍କୁ ‘ମିଛୁଆ’ କହିଲେ ମମତା

କୋଲକତା,୨୪।୩: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ବିଷ୍ଣୁପୁରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ରାଲିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ...

୫ରୁ ବିଦେଶ ଗସ୍ତ କରିବେ ଜୟଶଙ୍କର

ନୂଆଦିଲ୍ଲୀ,୩।୧୦: ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଅକ୍ଟୋବର ୫ରୁ ୧୧ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ ଗସ୍ତ କରିବେ। ବର୍ହିବ୍ୟାପାର ମନ୍ତ୍ରୀଙ୍କ ନ୍ୟୁଜିଲାଣ୍ଡ ପ୍ରଥମ ଗସ୍ତ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଶାହ-ନୀତୀଶ କରିବେ ପ୍ରଚାର

ନୂଆଦିଲ୍ଲୀ,୨୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ଜୋର୍‌ସୋର୍‌ ନିର୍ବାଚନୀ ପ୍ରଚାର ଜାରି ରହିଛି। ତେବେ ଏଠାରେ ପ୍ରଚାର କାର୍ଯ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ...

କୁକୁର ଆକ୍ରମଣରେ ନାବାଳକ ଗୁରୁତର

ଚଣ୍ଡିଗଡ଼,୩୦।୭: ପଞ୍ଜାବର ଗୁରଦାସପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପୋଷା କୁକୁର ୧୩ ବର୍ଷର ନାବାଳକକୁ ଅତି ନିର୍ମମ ଭାବେ ଆକ୍ରମଣ କରିବା...

ସିକିମ୍‌ରେ କଡ଼ା ଟକ୍କର:ଚାମଲିଂ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବା ଆଶା କ୍ଷୀଣ

ଗ୍ୟାଙ୍ଗଟକ୍‌,୨୪-୫:ସିକିମ୍‌ରେ ଚଳିତ ଥର ମଧ୍ୟ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଂ ପୋକ୍‌ଲୋକ୍‌ କାମରାଙ୍ଗ ଆସନରୁ ବିଜୟୀ ହୋଇଛନ୍ତି। ଚାମଲିଂ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଏସ୍‌କେଏମ୍‌ର ଖର୍କା...

Advertisement
Archives

Model This Week