ଶ୍ରମିକ ବଦଳରେ ମେଶିନ କରୁଛି କାମ

ବାଲିଗୁଡ଼ା,୮ା୬(ଡି.ଏନ୍‌.ଏ.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ବାରା ଗ୍ରାମାଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହେଉଛି। ମନରେଗା ଯୋଜନାରେ ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ ବିଭାଗ ଦ୍ୱାରା ପୋଖରୀ ପୁନରୁଦ୍ଧାର କାର୍ଯ୍ୟ ଚାଲିଛି। ସରକାରୀ ନିୟମାନୁଯାୟୀ, ଏଠି ଶ୍ରମିକ କାମ କରିବା କଥା କିନ୍ତୁ ଶ୍ରମିକଙ୍କ ବଦଳରେ କାମ କରୁଛି ଜେସିବି ମେଶିନ। ସେପଟେ କାର୍ଯ୍ୟ ଆରମ୍ଭ ପୂର୍ବରୁ ସମ୍ପୃକ୍ତ ସ୍ଥାନରେ ସୂଚନାଫଳକ ଲାଗିବା କଥା କିନ୍ତୁ ସେଥିରେ ମଧ୍ୟ ବ୍ୟତିକ୍ରମ ଦେଖିବାକୁ ମିଳିଛି ।

କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକର ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ ସଂସ୍ଥା ଦ୍ୱାରା ବାରଖମା ଅଞ୍ଚଳର ୧୦ ଜଣ ହିତାଧିକାରୀଙ୍କ ନାମରେ ପୋଖରୀ ପୁନରୁଦ୍ଧାର କାର୍ଯ୍ୟର କାର୍ଯ୍ୟାଦେଶ ହୋଇଥିଲା। କିନ୍ତୁ କାର୍ଯ୍ୟାଦେଶ ନାମକୁମାତ୍ର। ହିତାଧିକାରୀଙ୍କ ବଦଳରେ ଏଠାରେ କାମ କରୁଛନ୍ତି ଠିକାଦାର ତାହା ପୁଣି ଜେସିବି ମେଶିନ ଦ୍ବାରା। ଘଟଣା ସମ୍ପର୍କରେ ବାଲିଗୁଡ଼ା ଜଳବିଭାଜିକା ଓ ମୃତ୍ତିକା ସଂରକ୍ଷଣ ବିଭାଗ ଅଧିକାରିଣୀଙ୍କୁ ପଚାରିବାରୁ ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ। ଅନ୍ୟପକ୍ଷରେ ଏହି ଘଟଣାର ତୀବ୍ର ବିରୋଧ କରିଛନ୍ତି ଲୋକେ। କାର୍ଯ୍ୟାଦେଶ ବାତିଲ କରିବା ସହ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri