ଗୋଡ଼ାଇ ଗୋଡ଼ାଇ ୧୫ ଜଣଙ୍କୁ କାମୁଡ଼ିଲା ପାଗଳ କୁକୁର

ପାଟଣା,୨୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ମୁଖ୍ୟ ବଜାର ଅଞ୍ଚଳରେ ଏକ ପାଗଳ କୁକୁର ଆତଙ୍କ ସୃଷ୍ଟି କରିଛି । ଏହି କୁକୁରଟି ୧୫ ଜଣକୁ ଗୋଡ଼ାଇ ଗୋଡ଼ାଇ କାମୁଡି ଥିବା ବେଳେ ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାପଡ଼ିଛି। ସମସ୍ତ ଗୁରୁତରଙ୍କୁ ପ୍ରଥମେ ତୁରୁମୁଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। କୁକୁର କାମୁଡ଼ାରେ ମିନତୀ ସିଂହ(୪୬), ପ୍ରତୀକ୍ଷା ସାହୁ(୨), ଭବାନୀ ସାହୁ(୨୦), ଶିରିଶ ଚନ୍ଦ୍ର ସାହୁ(୭୩), ରୂପାଲି ସାହୁ(୧୦), କୃଷ୍ଣଚନ୍ଦ୍ର ସାହୁ(୭୫), ସାଧୁ ଚରଣ ମହାନ୍ତ(୩୬), ପ୍ରତାପ ଦାସ (୨୪) ଗୁରୁତର ହୋଇଥିବା ବେଳେ ଜଗଦୀଶ ଚନ୍ଦ୍ର ସାହୁଙ୍କ ଏକ ବାଛୁରୀ କ୍ଷତାକ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ସୁପୋଷିତ ଓଡ଼ିଶା ମିଶନ: ତଥ୍ୟ ସଂଗ୍ରହ କରିବେ ୧୦୦୦୦ ଏନଏସଏସ ଛାତ୍ରୀ

ଭଞ୍ଜନଗର,୧୩/୭(ବାବୁଲା ପ୍ରଧାନ)- ପୋଷଣ ଅଭିଯାନ ଅବସରରେ ବର୍ତ୍ତମାନ ଓଜନ ଉତ୍ସବ ରାଜ୍ୟରେ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଓଜନ ଉତ୍ସବ ପ୍ରଥମ ପର୍ଯ୍ୟାୟ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri