Posted inଖେଳ

ଚାଲିଲା କ୍ୟାପଟେନ କୋହଲିଙ୍କ ଯାଦୁ

ଦୁବାଇ,୨୯।୯: ଏକଦା ୧୧ ଓଭରରେ ୧୦୦ ରନ୍‌ କରିଥିବା ରାଜସ୍ଥାନ ରୟାଲ୍ସକୁ ୧୪୯ ରନ୍‌ରେ ରୋକି ଦେଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)। ଏହା ସମ୍ଭବ ହୋଇପାରିଛି କେବଳ ଅଧିନାୟକ ବିରାଟ କୋହଲିଙ୍କ ଚତୁରତାର କ୍ୟାପଟେନଶିପ୍‌ କାରଣରୁ। ଇନିଂସର ଦ୍ୱିତୀୟାର୍ଦ୍ଧରେ ପରିସ୍ଥିତିର ଆବଶ୍ୟକତା ଅନୁଯାୟୀ ବୋଲିଂ ପରିବର୍ତ୍ତନ ଓ ଫିଲ୍ଡ ସେଟିଂ କରି ରାଜସ୍ଥାନ ବ୍ୟାଟ୍ସମ୍ୟାନମାନଙ୍କୁ ସ୍କୋର କରିବାକୁ ସୁଯୋଗ ଦେଇ ନ ଥିଲେ। ଫଳରେ ରାଜସ୍ଥାନ ୨୦ ଓଭରରେ ୯ ଉଇକେଟ ହରାଇ ୧୪୯ ରନ୍‌ କରିପାରିଛି। ଦଳ ପାଇଁ ଇଭିନ ଲୁଇସ ୫୮ (୫ ଚୌକା ଓ ୩ ଛକା), ଜଶସ୍ବୀ ଜୈଶ୍ୱାଲ ୩୧ (୩ ଚୌକା ଓ ୨ ଛକା) ଓ ଅଧିନାୟକ ସଞ୍ଜୁ ସାମସନ ୧୯ (୨ ଛକା) ରନ୍‌ କରିଥିଲେ।

ଆରସିବି ପକ୍ଷରୁ ହର୍ଶଲ ପଟେଲ ୩ ଉଇକେଟ ନେଇଥିବା ବେଳେ ୟୁଜବେନ୍ଦ୍ର ଚହଲ ଓ ଶାହାବାଜ ଅହମ୍ମଦ ୨ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ…

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri